ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ବିରୋଧୀଙ୍କ ‘AI’ ମନ୍ତବ୍ୟର ଜବାବ ରଖିଲେ ନବୀନ: କହିଲେ ଭଲ କଥା, ସେମାନେ ନିଜେ ଇଣ୍ଟେଲିଜେନ୍ସ ବ୍ୟବହାର କରନ୍ତୁ

The Sakala Picture
Published On

ଭୁବନେଶ୍ବର: ବିଜେପିକୁ ନବୀନଙ୍କ `ଏଆଇ’ ଆଟାକ୍ । ଏଆଇ ଭିଡିଓ ପ୍ରସଙ୍ଗରେ ବିଜେପିର ବୁଦ୍ଧିମତାକୁ ତାଚ୍ଛଲ୍ଯ କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଆର୍ଟିଫିସିଆଲ ଇଣ୍ଟେଲିଜେନସ ବ୍ଯବହାର କରି ଭିଡିଓ ପ୍ରସ୍ତୁତ କରିବା ଖବରକୁ ବାଏଁ ବାଏଁ ଉଡାଇବା ସହିତ ନବୀନ ଦେଇଛନ୍ତି ମୁହଁତୋଡ ଜବାବ । ବିରୋଧୀଙ୍କୁ ଅଭିଯୋଗକୁ ବେପରୁଆ ଢଙ୍ଗରେ ଜବାବ ଦେଇଛନ୍ତି ମୁଖ୍ଯମନ୍ତ୍ରୀ । ନବୀନଙ୍କ ଏହି ଭିଡିଓଙ୍କୁ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ନିଜ ସୋସିଆଲ ସାଇଟ ଇନଷ୍ଟାଗ୍ରାମରେ ଅପଲୋଡ […]

ଭୁବନେଶ୍ବର: ବିଜେପିକୁ ନବୀନଙ୍କ `ଏଆଇ’ ଆଟାକ୍ । ଏଆଇ ଭିଡିଓ ପ୍ରସଙ୍ଗରେ ବିଜେପିର ବୁଦ୍ଧିମତାକୁ ତାଚ୍ଛଲ୍ଯ କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଆର୍ଟିଫିସିଆଲ ଇଣ୍ଟେଲିଜେନସ ବ୍ଯବହାର କରି ଭିଡିଓ ପ୍ରସ୍ତୁତ କରିବା ଖବରକୁ ବାଏଁ ବାଏଁ ଉଡାଇବା ସହିତ ନବୀନ ଦେଇଛନ୍ତି ମୁହଁତୋଡ ଜବାବ । ବିରୋଧୀଙ୍କୁ ଅଭିଯୋଗକୁ ବେପରୁଆ ଢଙ୍ଗରେ ଜବାବ ଦେଇଛନ୍ତି ମୁଖ୍ଯମନ୍ତ୍ରୀ । ନବୀନଙ୍କ ଏହି ଭିଡିଓଙ୍କୁ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ନିଜ ସୋସିଆଲ ସାଇଟ ଇନଷ୍ଟାଗ୍ରାମରେ ଅପଲୋଡ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଅଳ୍ପକେ ବର୍ତ୍ତିଲା ବଡ ଦୁର୍ଘଟଣା: ଭୁବନେଶ୍ୱର ଷ୍ଟେସନ ନିକଟରେ ଗୋଟିଏ ଟ୍ରାକ୍‌ରେ ମୁହାଁମୁହିଁ ହେଲା ଦୁଇଟି ଟ୍ରେନ୍‌

ଏହି ଭିଡିଓରେ ନବୀନ ରଖିଛନ୍ତି ନିଆରା ଜବାବ । ପାଣ୍ଡିଆନ ପଚାରିଛନ୍ତି ଯେ, ବିଜେପି ନେତା କହୁଛନ୍ତି ଆପଣ ଭିଡିଓରେ ଆର୍ଟିଫିସିଆଲ ଇଣ୍ଟେଲିଜେନସ ବ୍ଯବହାର କରୁଛନ୍ତି । ଯାହାର ଉତ୍ତରରେ ନବୀନ କହିଛନ୍ତି, ଏହା ଭଲ କଥା । ସେମାନେ ବି ଏଆଇ ବ୍ଯବହାର କରନ୍ତୁ ବୋଲି ପରାମର୍ଶ ଦେଇଛନ୍ତି । ନବୀନଙ୍କ କେଇ ସେକେଣ୍ଡର ଏହି ଭିଡିଓ ବିରୋଧୀଙ୍କ ମୁହଁ ବନ୍ଦ କରିଦେବା ସହ ଖୁବ ସ୍ପିଡରେ ଭାଇରାଲ ହେବାରେ ଲାଗିଛି । ପୂର୍ବରୁ ବିଜେପିର କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ନବୀନଙ୍କ ଭିଡ଼ିଓ ତାଙ୍କ ନୁହେଁ ବୋଲି ଅଭିଯୋଗ ଆଣିଥିଲେ । ବୈଜୟନ୍ତ କହିଥିଲେ, ଭିଡିଓକୁ ନୀରିକ୍ଷଣ କରାଗଲେ ଦେଖାଯାଉଛି ନବୀନଙ୍କର ଅଧିକାଂଶ ଭିଡିଓ ଡିପଫେକ୍ । ଏହାକୁ ଏଆଇ ଦ୍ୱାରା କରାଯାଉଛି । ଏହାର ଜବାବ ଦେଇ ଆଜି ବୈଜୟନ୍ତଙ୍କ ମୁହଁ ବନ୍ଦ କରିବା ସହ ବିଜେପିର ବୁଦ୍ଧିମତ୍ତାକୁ ତାତ୍ସଲ୍ଯ କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ପୋଷ୍ଟମର୍ଟମ ରିପୋର୍ଟରେ ସାମ୍ନାକୁ ଆସିଲା ମୃତ୍ୟୁର ଅସଲ କାରଣ...

22 May 2024 By The Sakala

ବିରୋଧୀଙ୍କ ‘AI’ ମନ୍ତବ୍ୟର ଜବାବ ରଖିଲେ ନବୀନ: କହିଲେ ଭଲ କଥା, ସେମାନେ ନିଜେ ଇଣ୍ଟେଲିଜେନ୍ସ ବ୍ୟବହାର କରନ୍ତୁ

ଭୁବନେଶ୍ବର: ବିଜେପିକୁ ନବୀନଙ୍କ `ଏଆଇ’ ଆଟାକ୍ । ଏଆଇ ଭିଡିଓ ପ୍ରସଙ୍ଗରେ ବିଜେପିର ବୁଦ୍ଧିମତାକୁ ତାଚ୍ଛଲ୍ଯ କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଆର୍ଟିଫିସିଆଲ ଇଣ୍ଟେଲିଜେନସ ବ୍ଯବହାର କରି ଭିଡିଓ ପ୍ରସ୍ତୁତ କରିବା ଖବରକୁ ବାଏଁ ବାଏଁ ଉଡାଇବା ସହିତ ନବୀନ ଦେଇଛନ୍ତି ମୁହଁତୋଡ ଜବାବ । ବିରୋଧୀଙ୍କୁ ଅଭିଯୋଗକୁ ବେପରୁଆ ଢଙ୍ଗରେ ଜବାବ ଦେଇଛନ୍ତି ମୁଖ୍ଯମନ୍ତ୍ରୀ । ନବୀନଙ୍କ ଏହି ଭିଡିଓଙ୍କୁ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ନିଜ ସୋସିଆଲ ସାଇଟ ଇନଷ୍ଟାଗ୍ରାମରେ ଅପଲୋଡ କରିଛନ୍ତି ।

ଏହି ଭିଡିଓରେ ନବୀନ ରଖିଛନ୍ତି ନିଆରା ଜବାବ । ପାଣ୍ଡିଆନ ପଚାରିଛନ୍ତି ଯେ, ବିଜେପି ନେତା କହୁଛନ୍ତି ଆପଣ ଭିଡିଓରେ ଆର୍ଟିଫିସିଆଲ ଇଣ୍ଟେଲିଜେନସ ବ୍ଯବହାର କରୁଛନ୍ତି । ଯାହାର ଉତ୍ତରରେ ନବୀନ କହିଛନ୍ତି, ଏହା ଭଲ କଥା । ସେମାନେ ବି ଏଆଇ ବ୍ଯବହାର କରନ୍ତୁ ବୋଲି ପରାମର୍ଶ ଦେଇଛନ୍ତି । ନବୀନଙ୍କ କେଇ ସେକେଣ୍ଡର ଏହି ଭିଡିଓ ବିରୋଧୀଙ୍କ ମୁହଁ ବନ୍ଦ କରିଦେବା ସହ ଖୁବ ସ୍ପିଡରେ ଭାଇରାଲ ହେବାରେ ଲାଗିଛି । ପୂର୍ବରୁ ବିଜେପିର କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ନବୀନଙ୍କ ଭିଡ଼ିଓ ତାଙ୍କ ନୁହେଁ ବୋଲି ଅଭିଯୋଗ ଆଣିଥିଲେ । ବୈଜୟନ୍ତ କହିଥିଲେ, ଭିଡିଓକୁ ନୀରିକ୍ଷଣ କରାଗଲେ ଦେଖାଯାଉଛି ନବୀନଙ୍କର ଅଧିକାଂଶ ଭିଡିଓ ଡିପଫେକ୍ । ଏହାକୁ ଏଆଇ ଦ୍ୱାରା କରାଯାଉଛି । ଏହାର ଜବାବ ଦେଇ ଆଜି ବୈଜୟନ୍ତଙ୍କ ମୁହଁ ବନ୍ଦ କରିବା ସହ ବିଜେପିର ବୁଦ୍ଧିମତ୍ତାକୁ ତାତ୍ସଲ୍ଯ କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର