ଆଜି ସନ୍ଧ୍ଯାରେ କରୋନା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ  ପୁଣି ବୃଦ୍ଧି ହେବାର ଲାଗିଛି। ଏ ନେଇ ଆଜି ସନ୍ଧ୍ଯାରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି। ରାଜ୍ୟରେ କୋଭିଡ଼ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସି ଜରିଆରେ ଏହି ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଉପସ୍ଥିତ ରହିବେ। ସେହିପରି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ପ୍ରମୁଖ୍ ସାମିଲ ରହିବେ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

06 Apr 2021 By The Sakala

ଆଜି ସନ୍ଧ୍ଯାରେ କରୋନା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ  ପୁଣି ବୃଦ୍ଧି ହେବାର ଲାଗିଛି। ଏ ନେଇ ଆଜି ସନ୍ଧ୍ଯାରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି। ରାଜ୍ୟରେ କୋଭିଡ଼ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସି ଜରିଆରେ ଏହି ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଉପସ୍ଥିତ ରହିବେ। ସେହିପରି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ପ୍ରମୁଖ୍ ସାମିଲ ରହିବେ।

https://www.thesakala.in/latest-odisha-news/cm-review-covid-situation/article-1287
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର