ଶୃଙ୍ଖଳିତ ରଥଯାତ୍ରା ସହ ଭକ୍ତମାନେ ଭଲ ଅନୁଭୂତି ନେଇ ଫେରିବା ଉପରେ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

The Sakala Picture
Published On

ଭୁବନେଶ୍ବର: ଆଜି ଅନୁଷ୍ଠିତ ହୋଇଥିହା ରଥଯାତ୍ରାର ଶେଷ ସମନ୍ୱୟ ବୈଠକ ଶେଷ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ଯୋଗଦେଇ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। । ଶୃଙ୍ଖଳିତ ରଥଯାତ୍ରାକୁ ଗୁରୁତ୍ବ ଦିଆଯାଇଛି।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ, ରଥଯାତ୍ରା ସୁରୁଖରେ କରିବା ଆମ ଦାୟିତ୍ବ । ସମସ୍ତଙ୍କ ସହଯୋଗରେ ଶୃଙ୍ଖଳିତ ରଥଯାତ୍ରା ପାଇଁ ପରାମର୍ଶ ଦେଇଛନ୍ତି। ଦେଶ ବିଦେଶରୁ ଲକ୍ଷଲକ୍ଷ ଶ୍ରାଦ୍ଧାଳୁ ଉପସ୍ଥିତ ରହିବେ। ଭକ୍ତମାନେ ଭଲ ଅନୁଭୂତି ନେଇ ଫେରିବା ଉପରେ […]

ଭୁବନେଶ୍ବର: ଆଜି ଅନୁଷ୍ଠିତ ହୋଇଥିହା ରଥଯାତ୍ରାର ଶେଷ ସମନ୍ୱୟ ବୈଠକ ଶେଷ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ଯୋଗଦେଇ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। । ଶୃଙ୍ଖଳିତ ରଥଯାତ୍ରାକୁ ଗୁରୁତ୍ବ ଦିଆଯାଇଛି।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ, ରଥଯାତ୍ରା ସୁରୁଖରେ କରିବା ଆମ ଦାୟିତ୍ବ । ସମସ୍ତଙ୍କ ସହଯୋଗରେ ଶୃଙ୍ଖଳିତ ରଥଯାତ୍ରା ପାଇଁ ପରାମର୍ଶ ଦେଇଛନ୍ତି। ଦେଶ ବିଦେଶରୁ ଲକ୍ଷଲକ୍ଷ ଶ୍ରାଦ୍ଧାଳୁ ଉପସ୍ଥିତ ରହିବେ। ଭକ୍ତମାନେ ଭଲ ଅନୁଭୂତି ନେଇ ଫେରିବା ଉପରେ ଦୃଷ୍ଟି ଦେବା। ସମସ୍ତଙ୍କ ସେବା ଓ ସମର୍ପଣ ମନୋଭାବ ଏହାକୁ ସଫଳ କରିବ । ମହାପ୍ରଭୁଙ୍କ ଆଶୀର୍ବାଦ ସବୁବେଳେ ଆମ ସହିତ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ଲଗାଣ ବର୍ଷାରେ ମୟୂରଭଞ୍ଜ ସ୍ଥିତି ବେହାଲ; ବାଙ୍ଗିରିପୋଷି ଓ ସାରସକଣାରେ ସର୍ବାଧିକ ବର୍ଷା, କାତରା ଓ ବୁଢାବଳଙ୍ଗରେ ବନ୍ୟା

ଏହି ବୈଠକରେ ଶ୍ରୀ ମନ୍ଦିରର ମୁଖ୍ୟ ପ୍ରଶାସକ,  ମନ୍ତ୍ରୀ, ଅଧିକାରୀ, ସେବାୟତ, ବୁଦ୍ଧିଜୀବୀ ପ୍ରମୁଖ ଯୋଗଦେଇଥିଲେ। ଆସନ୍ତା ୨୦ ତାରିଖ ରଥଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଚାଲିଛି। ଏଥର ଅଧିକ ଶ୍ରଦ୍ଧାଳୁ ସମାଗମ ହେବା ସମ୍ଭାବନା ରହିଛି।  ଅଧିକ କ’ଣ କଲେ ରଥଯାତ୍ରା ଶୃଙ୍ଖଳିତ ହୋଇପାରିବ ଏବଂ ଭକ୍ତମାନେ ଭଲ ଭାବେ ଦର୍ଶନ କରିବେ ତାହା ଉପରେ ଆଲୋଚନା କରାଯାଇଛି।

ଆହୁରି ପଢ଼ନ୍ତୁ: ଦକ୍ଷିଣାଞ୍ଚଳ ଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଜୟ ନାରାୟଣ ପଙ୍କଜ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର