କୋଭିଡରେ ମୃତ୍ୟୁବରଣ କରିଥିବା ସାମ୍ବାଦିକ ବିଜୟଲକ୍ଷ୍ମୀ ମହାନ୍ତିଙ୍କ ପରିବାରକୁ ୧୫ଲକ୍ଷ ଟଙ୍କାର ସହାୟତା ରାଶି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର:କୋଭିଡରେ ମୃତ୍ୟୁବରଣ କରିଥିବା ସାମ୍ବାଦିକ ବିଜୟଲକ୍ଷ୍ମୀ ମହାନ୍ତିଙ୍କ ପରିବାରକୁ ୧୫ଲକ୍ଷ ଟଙ୍କାର ସହାୟତା ରାଶି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ ଭୟବହତା ଭିତରେ ସେବା ଜାରି ରଖିଥିବା ସ୍ୱର୍ଗତ ସାମ୍ବାଦିକ ବିଜୟଲକ୍ଷ୍ମୀ ମହାନ୍ତିଙ୍କ କୋଭିଡର ପ୍ରଥମ ଲହରରେ ଦେହାନ୍ତ ଘଟିଥିଲା । ଦୈନିକ ଖବର କାଗଜ ‘ଆଜିକାଲି’ର ସମ୍ପାଦକ ତଥା ମୁଖ୍ୟ କରସ୍ପଣ୍ଡେଣ୍ଟ ଥିଲେ ବିଜୟଲକ୍ଷ୍ମୀ । ଓଡ଼ିଶାର ସାମ୍ବାଦିକ ମାନଙ୍କୁ ସମ୍ମୁଖ ଯୋଦ୍ଧା ଭାବରେ ଘୋଷଣା କରିଥିଲେ ରାଜ୍ୟ ସରକାର । କୋଭିଡରେ […]

ଭୁବନେଶ୍ୱର:କୋଭିଡରେ ମୃତ୍ୟୁବରଣ କରିଥିବା ସାମ୍ବାଦିକ ବିଜୟଲକ୍ଷ୍ମୀ ମହାନ୍ତିଙ୍କ ପରିବାରକୁ ୧୫ଲକ୍ଷ ଟଙ୍କାର ସହାୟତା ରାଶି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ ଭୟବହତା ଭିତରେ ସେବା ଜାରି ରଖିଥିବା ସ୍ୱର୍ଗତ ସାମ୍ବାଦିକ ବିଜୟଲକ୍ଷ୍ମୀ ମହାନ୍ତିଙ୍କ କୋଭିଡର ପ୍ରଥମ ଲହରରେ ଦେହାନ୍ତ ଘଟିଥିଲା । ଦୈନିକ ଖବର କାଗଜ ‘ଆଜିକାଲି’ର ସମ୍ପାଦକ ତଥା ମୁଖ୍ୟ କରସ୍ପଣ୍ଡେଣ୍ଟ ଥିଲେ ବିଜୟଲକ୍ଷ୍ମୀ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ଓଡ଼ିଶାର ସାମ୍ବାଦିକ ମାନଙ୍କୁ ସମ୍ମୁଖ ଯୋଦ୍ଧା ଭାବରେ ଘୋଷଣା କରିଥିଲେ ରାଜ୍ୟ ସରକାର । କୋଭିଡରେ ଯଦି କୈଣସି କର୍ତ୍ତବ୍ୟରତ ସାମ୍ବାଦିକଙ୍କ ମୃତ୍ୟୁ ଘଟେ, ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ସହାୟତା ରାଶି ଯୋଗାଇଦିଆଯିବା ନେଇ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ପୂର୍ବରୁ ଅନେତକ ସାମ୍ବାଦିକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ସହାୟତା ରାଶି ଯୋଗାଇ ଦିଆଯାଇଛି । ଆଜି ସ୍ୱର୍ଗତ ବିଜୟଲକ୍ଷ୍ମୀ ମହାନ୍ତିଙ୍କ ପରିବାରକୁ ମଧ୍ୟ ସହାୟତା ଅର୍ଥ ପ୍ରଦାନ ନେଇ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର