ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନ୍ ଗସ୍ତରେ ଯିବେ। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଓ ସେଠାରୁ ଜାପାନ ଅଭିମୁଖେ ଯାତ୍ରା କରିବେ। ଜାପାନ୍ର ୩ ସହର ଟୋକିଓ, କିଓଟା ଓ ଓସାକା ସହରରେ ନିବେଶକଙ୍କ ସହ ଓଡ଼ିଶାରେ ପୁଞ୍ଜିନିବେଶ ନିମନ୍ତେ ମୁଖ୍ୟମନ୍ତ୍ରୀ ସିଧାସଳଖ ଆଲୋଚନା କରିବେ ଏବଂ ୯ ତାରିଖରେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଜାପାନ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ପ୍ରତିନିଧି ଦଳରେ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ସଚିବ , ଶିଳ୍ପ ସଚିବ ଓ ଅନ୍ୟ କିଛି ଉଚ୍ଚ ପଦସ୍ଥ ଅଧିକାରୀ ଜାପାନ ଯିବେ ବୋଲି ସୂଚନା ମିଳିଛି।
ଆଜି ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ, ୩ ସହରରେ ନିବେଶକଙ୍କ ସହ ହେବ ଆଲୋଚନା
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନ୍ ଗସ୍ତରେ ଯିବେ। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଓ ସେଠାରୁ ଜାପାନ ଅଭିମୁଖେ ଯାତ୍ରା କରିବେ। ଜାପାନ୍ର ୩ ସହର ଟୋକିଓ, କିଓଟା ଓ ଓସାକା ସହରରେ ନିବେଶକଙ୍କ ସହ ଓଡ଼ିଶାରେ ପୁଞ୍ଜିନିବେଶ ନିମନ୍ତେ ମୁଖ୍ୟମନ୍ତ୍ରୀ ସିଧାସଳଖ ଆଲୋଚନା କରିବେ ଏବଂ ୯ ତାରିଖରେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଜାପାନ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି […]