ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଶିକ୍ଷାସୌଧ ଓ ଛାତ୍ରାବାସ ଉଦଘାଟନ ସହ ୨୭୬ଟି ହଷ୍ଟେଲର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଶିକ୍ଷା କ୍ଷେତ୍ରରେ ଆଗକୁ ବଢୁଛି ଓଡ଼ିଶା । ଆଜି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ୨୭୬ଟି ହଷ୍ଟେଲର ଭିତ୍ତିପ୍ରସ୍ତର ସ୍ଥାପନ କରିବା କାର୍ଯ୍ୟକ୍ରମ ରହିଛି । ସିବିଏସଇ ଦଶମ ଏବଂ ଦ୍ବାଦଶ ପରୀକ୍ଷାରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବେ ନବୀନ । ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଯୋଗଦାନ କରିଥିବା ନୂଆ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରାଯିବ । […]

ଭୁବନେଶ୍ବର: ଶିକ୍ଷା କ୍ଷେତ୍ରରେ ଆଗକୁ ବଢୁଛି ଓଡ଼ିଶା । ଆଜି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ୨୭୬ଟି ହଷ୍ଟେଲର ଭିତ୍ତିପ୍ରସ୍ତର ସ୍ଥାପନ କରିବା କାର୍ଯ୍ୟକ୍ରମ ରହିଛି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଫୋରେନ୍‌ସିକ୍ ଲ୍ୟାବ୍‌ରେ ସୁଇସାଇଡ୍ ନୋଟ୍, ପତ୍ନୀଙ୍କୁ ସନ୍ଦେହ

ସିବିଏସଇ ଦଶମ ଏବଂ ଦ୍ବାଦଶ ପରୀକ୍ଷାରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବେ ନବୀନ । ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଯୋଗଦାନ କରିଥିବା ନୂଆ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରାଯିବ । ଅପରାହ୍ନ ୫ଟାରେ ଲୋକସେବା ଭବନ କନଭେନସନ ସେଣ୍ଟରରେ କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ: ମୃତ ବୃଦ୍ଧାଙ୍କୁ ଜୀବିତ ଦର୍ଶାଇ ଭତ୍ତା ଲୁଟ୍: ସାତପଡ଼ାରେ ସାମ୍ନାକୁ ଆସିଲା ସାଂଘାତିକ ଦୁର୍ନୀତି

24 Jun 2023 By The Sakala

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଶିକ୍ଷାସୌଧ ଓ ଛାତ୍ରାବାସ ଉଦଘାଟନ ସହ ୨୭୬ଟି ହଷ୍ଟେଲର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶିକ୍ଷା କ୍ଷେତ୍ରରେ ଆଗକୁ ବଢୁଛି ଓଡ଼ିଶା । ଆଜି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ୨୭୬ଟି ହଷ୍ଟେଲର ଭିତ୍ତିପ୍ରସ୍ତର ସ୍ଥାପନ କରିବା କାର୍ଯ୍ୟକ୍ରମ ରହିଛି ।

ସିବିଏସଇ ଦଶମ ଏବଂ ଦ୍ବାଦଶ ପରୀକ୍ଷାରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବେ ନବୀନ । ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଯୋଗଦାନ କରିଥିବା ନୂଆ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରାଯିବ । ଅପରାହ୍ନ ୫ଟାରେ ଲୋକସେବା ଭବନ କନଭେନସନ ସେଣ୍ଟରରେ କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର