କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର ସହ ପ୍ରତି ପୂଜାସ୍ଥଳୀର ହେଉଛି ବିକାଶ । ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରୁଛି ଆମ ଓଡିଶା ନବୀନ ଓଡିଶା । ରାଜ୍ୟ ସରକାରଙ୍କ ଏହି ଐତିହାସିକ ଯୋଜନାରେ ଆଣି ପୁଣି ସାମିଲ ହେବେ ଆଉ ଦୁଇଟି ଜିଲ୍ଲା । କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଆମ ଓଡ଼ିଶା ନବୀନ ଓଡ଼ିଶାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଭୟ ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପ […]

ଭୁବନେଶ୍ବର: ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର ସହ ପ୍ରତି ପୂଜାସ୍ଥଳୀର ହେଉଛି ବିକାଶ । ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରୁଛି ଆମ ଓଡିଶା ନବୀନ ଓଡିଶା । ରାଜ୍ୟ ସରକାରଙ୍କ ଏହି ଐତିହାସିକ ଯୋଜନାରେ ଆଣି ପୁଣି ସାମିଲ ହେବେ ଆଉ ଦୁଇଟି ଜିଲ୍ଲା । କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଆମ ଓଡ଼ିଶା ନବୀନ ଓଡ଼ିଶାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ତାଳଚେର ସାର କାରଖାନା କାର୍ଯ୍ୟକାରିତାକୁ ନେଇ ରାଜ୍ୟସଭାରେ ସାଂସଦ ମାନସଙ୍କ ପ୍ରଶ୍ନ

ଉଭୟ ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପ ପାଇଁ ୨୪୯ କୋଟି ୫୦ ଲକ୍ଷ ଟଙ୍କା ଭେଟିଦେବେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡିରେ ୪ ହଜାର ୬୭୮ଟି ପ୍ରକଳ୍ପ ପାଇଁ ୧୫୫ କୋଟି ଟଙ୍କା ମଞ୍ଜୁର ହେବାକୁ ଥିବାବେଳେ ନବରଙ୍ଗପୁର ଜିଲ୍ଲାରେ ୨ ହଜାର ୯୪୨ଟି ପ୍ରକଳ୍ପ ପାଇଁ ୪୯କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରିବେ ମୁଖ୍ୟମନ୍ତ୍ରୀ । ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ ଟଙ୍କା ।

ଆହୁରି ପଢ଼ନ୍ତୁ: ଢେଙ୍କାନାଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପୋଖରୀକୁ ଖସିଲା ବରଯାତ୍ରୀ ଗାଡ଼ି, ୫ ମୃତ

ରାଜ୍ୟରେ ସବୁ ଗାଁର ବିକାଶ ପାଇଁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଗାଁରେ ଲୋକଙ୍କୁ ମିଳୁଛି ବିକାଶର ଗ୍ୟାରେଣ୍ଟି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ଓ ପ୍ରତି ପୂଜାସ୍ଥଳୀର ବିକାଶ କରାଯାଉଛି । ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍ ସଂଯୋଗ, ବିଜ୍ଞାନ ପାର୍କ, ଦକ୍ଷତା ବିକାଶ କେନ୍ଦ୍ର , ବ୍ୟାଙ୍କିଙ୍ଗ ସୁବିଧା ଆଦି ଯୋଗାଇ ଦେଇ ସବୁ ବର୍ଗଙ୍କ ପାଇଁ ସୁଯୋଗ ସୃଷ୍ଟି କରାଯାଉଛି ।

ଆହୁରି ପଢ଼ନ୍ତୁ: ମନଗଢ଼ା ମନ୍ତବ୍ୟ ଦେଇ ଫସିଗଲେ ବିଜେପି ସାଂସଦ: ଭର୍ତ୍ତୃହରି ମହତାବଙ୍କୁ ବିଜେଡି ସାଂସଦଙ୍କ କଟୁ ଭର୍ତ୍ସନା

03 Nov 2023 By The Sakala

କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର ସହ ପ୍ରତି ପୂଜାସ୍ଥଳୀର ହେଉଛି ବିକାଶ । ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରୁଛି ଆମ ଓଡିଶା ନବୀନ ଓଡିଶା । ରାଜ୍ୟ ସରକାରଙ୍କ ଏହି ଐତିହାସିକ ଯୋଜନାରେ ଆଣି ପୁଣି ସାମିଲ ହେବେ ଆଉ ଦୁଇଟି ଜିଲ୍ଲା । କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଆମ ଓଡ଼ିଶା ନବୀନ ଓଡ଼ିଶାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଉଭୟ ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପ ପାଇଁ ୨୪୯ କୋଟି ୫୦ ଲକ୍ଷ ଟଙ୍କା ଭେଟିଦେବେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡିରେ ୪ ହଜାର ୬୭୮ଟି ପ୍ରକଳ୍ପ ପାଇଁ ୧୫୫ କୋଟି ଟଙ୍କା ମଞ୍ଜୁର ହେବାକୁ ଥିବାବେଳେ ନବରଙ୍ଗପୁର ଜିଲ୍ଲାରେ ୨ ହଜାର ୯୪୨ଟି ପ୍ରକଳ୍ପ ପାଇଁ ୪୯କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରିବେ ମୁଖ୍ୟମନ୍ତ୍ରୀ । ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ ଟଙ୍କା ।

ରାଜ୍ୟରେ ସବୁ ଗାଁର ବିକାଶ ପାଇଁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଗାଁରେ ଲୋକଙ୍କୁ ମିଳୁଛି ବିକାଶର ଗ୍ୟାରେଣ୍ଟି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ଓ ପ୍ରତି ପୂଜାସ୍ଥଳୀର ବିକାଶ କରାଯାଉଛି । ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍ ସଂଯୋଗ, ବିଜ୍ଞାନ ପାର୍କ, ଦକ୍ଷତା ବିକାଶ କେନ୍ଦ୍ର , ବ୍ୟାଙ୍କିଙ୍ଗ ସୁବିଧା ଆଦି ଯୋଗାଇ ଦେଇ ସବୁ ବର୍ଗଙ୍କ ପାଇଁ ସୁଯୋଗ ସୃଷ୍ଟି କରାଯାଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର