ପୂର୍ବତନ ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର ଅସୁସ୍ଥ, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ପୂର୍ବତନ ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର ଅସୁସ୍ଥ। ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ସୂର୍ଯ୍ଯ ନାରାୟଣ ପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ,  ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ପୂର୍ବତନ ବାଚସ୍ପତି ତଥା ଦଳର ବରିଷ୍ଠ ନେତା ଶ୍ରୀଯୁକ୍ତ ସୂର୍ଯ୍ଯ ନାରାୟଣ ପାତ୍ର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିଷୟରେ ଅବଗତ ହେଲି । ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ […]

ଭୁବନେଶ୍ୱର: ପୂର୍ବତନ ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର ଅସୁସ୍ଥ। ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ସୂର୍ଯ୍ଯ ନାରାୟଣ ପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ବିନୋଦ ବେହେରାକୁ ଗିରଫ କଲା କ୍ରାଇମବ୍ରାଞ୍ଚ

ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ,  ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ପୂର୍ବତନ ବାଚସ୍ପତି ତଥା ଦଳର ବରିଷ୍ଠ ନେତା ଶ୍ରୀଯୁକ୍ତ ସୂର୍ଯ୍ଯ ନାରାୟଣ ପାତ୍ର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିଷୟରେ ଅବଗତ ହେଲି । ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।

ଆହୁରି ପଢ଼ନ୍ତୁ: ମୋତେ ଚାକିରି ଫେରାଇ ଦିଅନ୍ତୁ… ମୁଁ କେମିତି ବଞ୍ଚିବି….ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣିରେ ଭୋ ଭୋ ହୋଇ କାନ୍ଦିଲେ ଯୁବତୀ

ସୂଚନା ଅନୁଯାୟୀ, ସୂର୍ଯ୍ଯ ପାତ୍ର କିଡନୀ ରୋଗରେ ଚିକିତ୍ସା ହେଉଥିବା ସୂଚନା ମିଳିଛି । ଏହା ସହ ତାଙ୍କ ବାମ ଆଖିରେ ମଧ୍ୟ ସଂକ୍ରମଣ ହୋଇଥିବା ଜଣାପଡ଼ିଛି । ଶନିବାର ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ସୂର୍ଯ୍ଯ ନାରାୟଣ ପାତ୍ର । ଉପବାଚସ୍ପତିଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଥିଲେ । ଅସୁସ୍ଥତା କାରଣରୁ ସେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିବା ନେଇ ତାଙ୍କ ପୁଅ ବିପ୍ଳବ ପାତ୍ର ସୂଚନା ଦେଇଥିଲେ।

05 Jun 2022 By The Sakala

ପୂର୍ବତନ ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର ଅସୁସ୍ଥ, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୂର୍ବତନ ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର ଅସୁସ୍ଥ। ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ସୂର୍ଯ୍ଯ ନାରାୟଣ ପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ,  ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ପୂର୍ବତନ ବାଚସ୍ପତି ତଥା ଦଳର ବରିଷ୍ଠ ନେତା ଶ୍ରୀଯୁକ୍ତ ସୂର୍ଯ୍ଯ ନାରାୟଣ ପାତ୍ର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିଷୟରେ ଅବଗତ ହେଲି । ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।

ସୂଚନା ଅନୁଯାୟୀ, ସୂର୍ଯ୍ଯ ପାତ୍ର କିଡନୀ ରୋଗରେ ଚିକିତ୍ସା ହେଉଥିବା ସୂଚନା ମିଳିଛି । ଏହା ସହ ତାଙ୍କ ବାମ ଆଖିରେ ମଧ୍ୟ ସଂକ୍ରମଣ ହୋଇଥିବା ଜଣାପଡ଼ିଛି । ଶନିବାର ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ସୂର୍ଯ୍ଯ ନାରାୟଣ ପାତ୍ର । ଉପବାଚସ୍ପତିଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଥିଲେ । ଅସୁସ୍ଥତା କାରଣରୁ ସେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିବା ନେଇ ତାଙ୍କ ପୁଅ ବିପ୍ଳବ ପାତ୍ର ସୂଚନା ଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର