ରାଜ୍ୟରେ ଶୀତ ଲହରୀ ଜାରି: ସବୁଠୁ ଥଣ୍ଡା କୋରାପୁଟ ଜିଲ୍ଲାର ଶିମିଳିଗୁଡ଼ା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଆଜି ରାଜ୍ୟର ୯ଟି ସହରର ତାପମାତ୍ରା ୧୪ ଡିଗ୍ରି ତଳେ ରହିଛି। ରାଜ୍ୟର ସର୍ବନିମ୍ନ ତାପମାତ୍ରା କୋରାପୁଟ ଜିଲ୍ଲାର ଶିମିଳିଗୁଡ଼ାଠାରେ ରେକର୍ଡ ହୋଇଛି। ଏଠାରେ ତାପମାନ ୭.୬ ଡିଗ୍ରି ରେକର୍ଡ କରାଯାଇଛି। ଏହାଛଡ଼ା ସର୍ବନିମ୍ନ ତାପମାତ୍ରା ଜି. ଉଦୟଗିରିରେ ୮.୨ ଡିଗ୍ରି ରହିଛି । ଦାରିଙ୍ଗବାଡ଼ି ୧୦ ଡିଗ୍ରି ରେକର୍ଡ ହୋଇଛି। ସେହିପରି କୋରାପୁଟ ଜିଲ୍ଲା ସେମିଳିଗୁଡ଼ାରେ ୧୦.୫ ଡିଗ୍ରି, ଫୁଲବାଣୀ‌ରେ ୧୧, ଭବାନୀପାଟଣାରେ ୧୨, ସୁନ୍ଦରଗଡ଼ ଜିଲ୍ଲା […]

ଭୁବନେଶ୍ବର: ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଆଜି ରାଜ୍ୟର ୯ଟି ସହରର ତାପମାତ୍ରା ୧୪ ଡିଗ୍ରି ତଳେ ରହିଛି। ରାଜ୍ୟର ସର୍ବନିମ୍ନ ତାପମାତ୍ରା କୋରାପୁଟ ଜିଲ୍ଲାର ଶିମିଳିଗୁଡ଼ାଠାରେ ରେକର୍ଡ ହୋଇଛି। ଏଠାରେ ତାପମାନ ୭.୬ ଡିଗ୍ରି ରେକର୍ଡ କରାଯାଇଛି। ଏହାଛଡ଼ା ସର୍ବନିମ୍ନ ତାପମାତ୍ରା ଜି. ଉଦୟଗିରିରେ ୮.୨ ଡିଗ୍ରି ରହିଛି । ଦାରିଙ୍ଗବାଡ଼ି ୧୦ ଡିଗ୍ରି ରେକର୍ଡ ହୋଇଛି। ସେହିପରି କୋରାପୁଟ ଜିଲ୍ଲା ସେମିଳିଗୁଡ଼ାରେ ୧୦.୫ ଡିଗ୍ରି, ଫୁଲବାଣୀ‌ରେ ୧୧, ଭବାନୀପାଟଣାରେ ୧୨, ସୁନ୍ଦରଗଡ଼ ଜିଲ୍ଲା କିରେଇରେ ୧୨ ଡିଗ୍ରି, ସମ୍ବଲପୁର ଜିଲ୍ଲା ଚିପିଲିମାରେ ୧୩.୨ ଡିଗ୍ରି ଓ ଝାରସୁଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୧୩.୬ ଡିଗ୍ରି ସେଲସିୟଅସ୍ ରେକର୍ଡ ହୋଇଛି। କଟକ-ଭୁବନେଶ୍ବରର ତାପମାତ୍ରା ମଧ୍ୟ ୧୭ ଡିଗ୍ରିକୁ ଖସିଛି। ଗତ ରାତିରେ କଟକର ରାତି ତାପମାତ୍ରା ୧୬.୬ ଡିଗ୍ରି ରହିଥିବା ବେଳେ ଭୁବନେଶ୍ବରର ୧୬.୫ ଡିଗ୍ରି ରହିଥିଲା।

ଆହୁରି ପଢ଼ନ୍ତୁ: ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ: ପଟ୍ଟାମୁଣ୍ଡାଇ ଅବକାରୀ SI ଛାୟାକାନ୍ତ ନାୟକଙ୍କ ନାଁରେ ରୁଜୁ ହେଲା ମାମଲା

17 Nov 2022 By The Sakala

ରାଜ୍ୟରେ ଶୀତ ଲହରୀ ଜାରି: ସବୁଠୁ ଥଣ୍ଡା କୋରାପୁଟ ଜିଲ୍ଲାର ଶିମିଳିଗୁଡ଼ା

ଭୁବନେଶ୍ବର: ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଆଜି ରାଜ୍ୟର ୯ଟି ସହରର ତାପମାତ୍ରା ୧୪ ଡିଗ୍ରି ତଳେ ରହିଛି। ରାଜ୍ୟର ସର୍ବନିମ୍ନ ତାପମାତ୍ରା କୋରାପୁଟ ଜିଲ୍ଲାର ଶିମିଳିଗୁଡ଼ାଠାରେ ରେକର୍ଡ ହୋଇଛି। ଏଠାରେ ତାପମାନ ୭.୬ ଡିଗ୍ରି ରେକର୍ଡ କରାଯାଇଛି। ଏହାଛଡ଼ା ସର୍ବନିମ୍ନ ତାପମାତ୍ରା ଜି. ଉଦୟଗିରିରେ ୮.୨ ଡିଗ୍ରି ରହିଛି । ଦାରିଙ୍ଗବାଡ଼ି ୧୦ ଡିଗ୍ରି ରେକର୍ଡ ହୋଇଛି। ସେହିପରି କୋରାପୁଟ ଜିଲ୍ଲା ସେମିଳିଗୁଡ଼ାରେ ୧୦.୫ ଡିଗ୍ରି, ଫୁଲବାଣୀ‌ରେ ୧୧, ଭବାନୀପାଟଣାରେ ୧୨, ସୁନ୍ଦରଗଡ଼ ଜିଲ୍ଲା କିରେଇରେ ୧୨ ଡିଗ୍ରି, ସମ୍ବଲପୁର ଜିଲ୍ଲା ଚିପିଲିମାରେ ୧୩.୨ ଡିଗ୍ରି ଓ ଝାରସୁଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୧୩.୬ ଡିଗ୍ରି ସେଲସିୟଅସ୍ ରେକର୍ଡ ହୋଇଛି। କଟକ-ଭୁବନେଶ୍ବରର ତାପମାତ୍ରା ମଧ୍ୟ ୧୭ ଡିଗ୍ରିକୁ ଖସିଛି। ଗତ ରାତିରେ କଟକର ରାତି ତାପମାତ୍ରା ୧୬.୬ ଡିଗ୍ରି ରହିଥିବା ବେଳେ ଭୁବନେଶ୍ବରର ୧୬.୫ ଡିଗ୍ରି ରହିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର