ଜାଡ଼ରେ ଥରୁଛି ସାରା ଓଡ଼ିଶା, ଫୁଲବାଣୀ ସବୁଠୁ ଥଣ୍ଡା…

The Sakala Picture
Published On

ଭୁବନେଶ୍ବର: ପ୍ରବଳ ଜାଡରେ ଥରୁଛି ଓଡ଼ିଶା। ଉପାନ୍ତରୁ ଉପକୂଳ ସବୁଠି ତଳମୁହାଁ ପାରଦ। ରାଜ୍ୟରେ ଅସହ୍ୟ ଶୀତ ଅନୁଭୁତ ହେବା ସହ ୬  ସହରର ସର୍ବନିମ୍ନ ରାତ୍ରି ତାପମାତ୍ରା ୧୦ ଡିଗ୍ରୀ ଠାରୁ କମ ରେକର୍ଡ କରାଯାଇଛି। ପାରଦ ତଳମୁହାଁ ହେବା ଯୋଗୁଁ ରାଜ୍ୟର କିଛି ସ୍ଥାନରେ ରାତି ତାପମାତ୍ରା  ଖସିଛି । ତାପମାତ୍ରା ହ୍ରାସ ହେବା କାରଣରୁ ଥଣ୍ଡା ଅନୁଭୂତ ହେଉଛି । ଫୁଲବାଣୀ ୭.୫ ଡିଗ୍ରୀ ରାତ୍ରି ତାପମାତ୍ରା ରେକର୍ଡ କରାଯାଇଛି। ଏଥିସହ ଫୁଲବାଣୀ […]

ଭୁବନେଶ୍ବର: ପ୍ରବଳ ଜାଡରେ ଥରୁଛି ଓଡ଼ିଶା। ଉପାନ୍ତରୁ ଉପକୂଳ ସବୁଠି ତଳମୁହାଁ ପାରଦ। ରାଜ୍ୟରେ ଅସହ୍ୟ ଶୀତ ଅନୁଭୁତ ହେବା ସହ ୬  ସହରର ସର୍ବନିମ୍ନ ରାତ୍ରି ତାପମାତ୍ରା ୧୦ ଡିଗ୍ରୀ ଠାରୁ କମ ରେକର୍ଡ କରାଯାଇଛି। ପାରଦ ତଳମୁହାଁ ହେବା ଯୋଗୁଁ ରାଜ୍ୟର କିଛି ସ୍ଥାନରେ ରାତି ତାପମାତ୍ରା  ଖସିଛି । ତାପମାତ୍ରା ହ୍ରାସ ହେବା କାରଣରୁ ଥଣ୍ଡା ଅନୁଭୂତ ହେଉଛି । ଫୁଲବାଣୀ ୭.୫ ଡିଗ୍ରୀ ରାତ୍ରି ତାପମାତ୍ରା ରେକର୍ଡ କରାଯାଇଛି। ଏଥିସହ ଫୁଲବାଣୀ ସବୁଠୁ ଥଣ୍ଡା ସହର ପାଲଟିଛି। ଆଜି ମଧ୍ୟ ପ୍ରବଳ ଥଣ୍ଡା ଅନୁଭୁତ ହେବ। ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ । ୫ ତାରିଖ ପରେ ଶୀତ କମିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ସେହିପରି ଆଜି ଏବଂ ଆସନ୍ତାକାଲି ଘନ କୁହୁଡି ନେଇ କିଛି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଆଜି ସକାଳେ ଟ୍ବିନ୍ ସିଟିରେ ଘନ କୁହୁଡି ଦୃଶ୍ୟମାନ ହୋଇଛି। ଯାହାଫଳରେ କି ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି।

ଆହୁରି ପଢ଼ନ୍ତୁ: କାଠଯୋଡ଼ି ନଦୀରୁ ମେଡିକାଲ ଛାତ୍ରୀ ମୃତଦେହ ଉଦ୍ଧାର ଘଟଣା: ବାରଙ୍ଗ ଥାନାରେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କ ବିରୋଧରେ ଅଭିଯୋଗ

ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ୧୦ ଡିଗ୍ରୀ ଠାରୁ କମ ରେକର୍ଡ ସର୍ବନିମ୍ନ ରାତ୍ରି ତାପମାତ୍ରା

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଚାକିରି ଦେବାକୁ କହି ପାର୍ଲରରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

ଫୁଲବାଣୀ ୭.୫ ଡିଗ୍ରୀ, ରାଉରକେଲା ୮.୭ ଡିଗ୍ରୀ, ଅନୁଗୁଳ- ୯ ଡିଗ୍ରୀ, ଝାରସୁଗୁଡ଼ା- ୯ ଡିଗ୍ରୀ,  ଦାରିଙ୍ଗବାଡ଼ି ୯.୫ ଡିଗ୍ରୀ ଓ ଭବନୀପାଟଣା ୯.୯ ଡିଗ୍ରୀ ରାତ୍ରି ତାପମାତ୍ରା ରେକର୍ଡ କରାଯାଇଛି ।

ଆହୁରି ପଢ଼ନ୍ତୁ: ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଧକ୍କା ଦେଲା କଣ୍ଟେନର, ଚାଲିଗଲା ୨ ଜଣଙ୍କ ଜୀବନ

04 Jan 2025 By The Sakala

ଜାଡ଼ରେ ଥରୁଛି ସାରା ଓଡ଼ିଶା, ଫୁଲବାଣୀ ସବୁଠୁ ଥଣ୍ଡା…

ଭୁବନେଶ୍ବର: ପ୍ରବଳ ଜାଡରେ ଥରୁଛି ଓଡ଼ିଶା। ଉପାନ୍ତରୁ ଉପକୂଳ ସବୁଠି ତଳମୁହାଁ ପାରଦ। ରାଜ୍ୟରେ ଅସହ୍ୟ ଶୀତ ଅନୁଭୁତ ହେବା ସହ ୬  ସହରର ସର୍ବନିମ୍ନ ରାତ୍ରି ତାପମାତ୍ରା ୧୦ ଡିଗ୍ରୀ ଠାରୁ କମ ରେକର୍ଡ କରାଯାଇଛି। ପାରଦ ତଳମୁହାଁ ହେବା ଯୋଗୁଁ ରାଜ୍ୟର କିଛି ସ୍ଥାନରେ ରାତି ତାପମାତ୍ରା  ଖସିଛି । ତାପମାତ୍ରା ହ୍ରାସ ହେବା କାରଣରୁ ଥଣ୍ଡା ଅନୁଭୂତ ହେଉଛି । ଫୁଲବାଣୀ ୭.୫ ଡିଗ୍ରୀ ରାତ୍ରି ତାପମାତ୍ରା ରେକର୍ଡ କରାଯାଇଛି। ଏଥିସହ ଫୁଲବାଣୀ ସବୁଠୁ ଥଣ୍ଡା ସହର ପାଲଟିଛି। ଆଜି ମଧ୍ୟ ପ୍ରବଳ ଥଣ୍ଡା ଅନୁଭୁତ ହେବ। ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ । ୫ ତାରିଖ ପରେ ଶୀତ କମିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ସେହିପରି ଆଜି ଏବଂ ଆସନ୍ତାକାଲି ଘନ କୁହୁଡି ନେଇ କିଛି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଆଜି ସକାଳେ ଟ୍ବିନ୍ ସିଟିରେ ଘନ କୁହୁଡି ଦୃଶ୍ୟମାନ ହୋଇଛି। ଯାହାଫଳରେ କି ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି।

ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ୧୦ ଡିଗ୍ରୀ ଠାରୁ କମ ରେକର୍ଡ ସର୍ବନିମ୍ନ ରାତ୍ରି ତାପମାତ୍ରା

ଫୁଲବାଣୀ ୭.୫ ଡିଗ୍ରୀ, ରାଉରକେଲା ୮.୭ ଡିଗ୍ରୀ, ଅନୁଗୁଳ- ୯ ଡିଗ୍ରୀ, ଝାରସୁଗୁଡ଼ା- ୯ ଡିଗ୍ରୀ,  ଦାରିଙ୍ଗବାଡ଼ି ୯.୫ ଡିଗ୍ରୀ ଓ ଭବନୀପାଟଣା ୯.୯ ଡିଗ୍ରୀ ରାତ୍ରି ତାପମାତ୍ରା ରେକର୍ଡ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର