ପିକ୍‌ଅପ୍‌ ଭ୍ୟାନକୁ ଧକ୍କା ଦେଲା ଆମ୍ବୁଲାନ୍ସ, ୫ ଗୁରୁତର

The Sakala Picture
Published On

ଜଳେଶ୍ବର: ପିକ୍‌ଅପ୍‌ ଭ୍ୟାନକୁ ପଛରୁ ଧକ୍କା ଦେଲା ଆମ୍ବୁଲାନ୍ସ । ଦୁର୍ଘଟଣାରେ ମ୍ବୁଲାନ୍ସର ଡ୍ରାଇଭର ଓ ହେଲପର ସମେତ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବାଲେଶ୍ବର ଜିଲ୍ଲା ରୂପ୍ସା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ମିରିଗିମୁଣ୍ତି ଛକ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା। ସୂଚନା ଅନୁସାରେ, ଭୋଗରାଇ ବ୍ଲକ ଅନ୍ତର୍ଗତ ଜଳେଶ୍ବରପୁର ଅଞ୍ଚଳରୁ ରୋଗୀ ନେଇ ଆମ୍ବୁଲାନ୍ସ ବାଲେଶ୍ବର ହସ୍ପିଟାଲକୁ ଯାଉଥିଲା […]

ଜଳେଶ୍ବର: ପିକ୍‌ଅପ୍‌ ଭ୍ୟାନକୁ ପଛରୁ ଧକ୍କା ଦେଲା ଆମ୍ବୁଲାନ୍ସ । ଦୁର୍ଘଟଣାରେ ମ୍ବୁଲାନ୍ସର ଡ୍ରାଇଭର ଓ ହେଲପର ସମେତ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବାଲେଶ୍ବର ଜିଲ୍ଲା ରୂପ୍ସା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ମିରିଗିମୁଣ୍ତି ଛକ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା।

ଆହୁରି ପଢ଼ନ୍ତୁ: ପରୀକ୍ଷା ଅବ୍ୟବସ୍ଥାକୁ ନେଇ ନବୀନଙ୍କ କ୍ଷୋଭ: ଭରସା ଭାଙ୍ଗିଛି ଶିକ୍ଷା ବ୍ୟବସ୍ଥା, ଛାତ୍ରଙ୍କ ସହ ଆଲୋଚନା କରନ୍ତୁ ସରକାର

ସୂଚନା ଅନୁସାରେ, ଭୋଗରାଇ ବ୍ଲକ ଅନ୍ତର୍ଗତ ଜଳେଶ୍ବରପୁର ଅଞ୍ଚଳରୁ ରୋଗୀ ନେଇ ଆମ୍ବୁଲାନ୍ସ ବାଲେଶ୍ବର ହସ୍ପିଟାଲକୁ ଯାଉଥିଲା । ଏହି ସମୟରେ ମିରିଗୁମୁଣ୍ତି ଛକ ନିକଟରେ ଏକ ପିକଅପ ଭ୍ଯାନ ସହ ଧକ୍କା ହୋଇଥିଲା । ଦୁର୍ଘଟଣାରେ ଆମ୍ବୁଲାନ୍ସଟି ଭାଙ୍ଗି ଯାଇଥିବା ବେଳେ ଡ୍ରାଇଭର ସମେତ ୪ ଜଣ ଗୁରୁତର ହୋଇଛନ୍ତି। ଖବର ପାଇ ରୂପ୍ସା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ଅନ୍ଯ ଏକ ଆମ୍ବୁଲାନ୍ସ ସାହାଯ୍ଯରେ ବାଲେଶ୍ବର ହସ୍ପିଟାଲକୁ ପଠାଇଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ପୁଣି ଅଶାନ୍ତ ରାଜଧାନୀ; ଦିନ ଦ୍ୱିପ୍ରହରରେ ବୁଲିଲା ଖଣ୍ଡା, ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

02 Sep 2023 By The Sakala

ପିକ୍‌ଅପ୍‌ ଭ୍ୟାନକୁ ଧକ୍କା ଦେଲା ଆମ୍ବୁଲାନ୍ସ, ୫ ଗୁରୁତର

ଜଳେଶ୍ବର: ପିକ୍‌ଅପ୍‌ ଭ୍ୟାନକୁ ପଛରୁ ଧକ୍କା ଦେଲା ଆମ୍ବୁଲାନ୍ସ । ଦୁର୍ଘଟଣାରେ ମ୍ବୁଲାନ୍ସର ଡ୍ରାଇଭର ଓ ହେଲପର ସମେତ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବାଲେଶ୍ବର ଜିଲ୍ଲା ରୂପ୍ସା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ମିରିଗିମୁଣ୍ତି ଛକ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା।

ସୂଚନା ଅନୁସାରେ, ଭୋଗରାଇ ବ୍ଲକ ଅନ୍ତର୍ଗତ ଜଳେଶ୍ବରପୁର ଅଞ୍ଚଳରୁ ରୋଗୀ ନେଇ ଆମ୍ବୁଲାନ୍ସ ବାଲେଶ୍ବର ହସ୍ପିଟାଲକୁ ଯାଉଥିଲା । ଏହି ସମୟରେ ମିରିଗୁମୁଣ୍ତି ଛକ ନିକଟରେ ଏକ ପିକଅପ ଭ୍ଯାନ ସହ ଧକ୍କା ହୋଇଥିଲା । ଦୁର୍ଘଟଣାରେ ଆମ୍ବୁଲାନ୍ସଟି ଭାଙ୍ଗି ଯାଇଥିବା ବେଳେ ଡ୍ରାଇଭର ସମେତ ୪ ଜଣ ଗୁରୁତର ହୋଇଛନ୍ତି। ଖବର ପାଇ ରୂପ୍ସା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ଅନ୍ଯ ଏକ ଆମ୍ବୁଲାନ୍ସ ସାହାଯ୍ଯରେ ବାଲେଶ୍ବର ହସ୍ପିଟାଲକୁ ପଠାଇଥିବା ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର