ଅଟୋ-ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା; ଦୁଇ ମୃତ, ୪ ଗୁରୁତର
ଆଠଗଡ: ଅଟୋ-ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା। ମର୍ମନ୍ତୁଦ ସଡକ ଦୁର୍ଘଟଣା ଦୁଇ ଜଣ ମୃତ୍ୟୁବରଣ କରିଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଆଜି ସକାଳେ ତିଗିରିଆ ଥାନା ଅନ୍ତର୍ଗତ ପାଞ୍ଚଗାଁ ପଞ୍ଚାୟତ ଭାରତ ଗ୍ୟାସ୍ ପାଖ ଖୁଣ୍ଟୁଣୀ ନରସିଂହପୁର ୬୫ ନଂ ରାଜ୍ଯ ରାଜପଥରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଗୁରୁତରଙ୍କୁ କଟକ ବଡ଼ ଡ଼ାକ୍ତରଖାନା ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ, ଆଜି ସକାଳେ ଏକ ଅଟୋରେ ଡ୍ରାଇଭାର ସମେତ ୭ଜଣ […]
ଆଠଗଡ: ଅଟୋ-ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା। ମର୍ମନ୍ତୁଦ ସଡକ ଦୁର୍ଘଟଣା ଦୁଇ ଜଣ ମୃତ୍ୟୁବରଣ କରିଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଆଜି ସକାଳେ ତିଗିରିଆ ଥାନା ଅନ୍ତର୍ଗତ ପାଞ୍ଚଗାଁ ପଞ୍ଚାୟତ ଭାରତ ଗ୍ୟାସ୍ ପାଖ ଖୁଣ୍ଟୁଣୀ ନରସିଂହପୁର ୬୫ ନଂ ରାଜ୍ଯ ରାଜପଥରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଗୁରୁତରଙ୍କୁ କଟକ ବଡ଼ ଡ଼ାକ୍ତରଖାନା ସ୍ଥାନାନ୍ତର କରାଯାଇଛି ।
ସୂଚନା ଅନୁସାରେ, ଆଜି ସକାଳେ ଏକ ଅଟୋରେ ଡ୍ରାଇଭାର ସମେତ ୭ଜଣ ଅଟୋରେ ଯାଉଥିଲେ। ଏହି ସମୟରେ ପାଞ୍ଚଗାଁ ରାସ୍ତାରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସହ ଅଟୋର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ପରେ ଅଟୋଟି ରାସ୍ତା କଡ଼କୁ ଓଲଟି ପଡ଼ିବା ସହ ରାସ୍ତା କଡ଼ରେ ମାଛ ବିକ୍ରି କରୁଥିବା ଜଣେ ବ୍ୟବସାୟୀଙ୍କ ଉପରେ ପଡ଼ିଥିଲା। ମାଛ ବ୍ୟବସାୟୀ ମଧ୍ୟ ଦୁର୍ଘଟଣାରେ ଆହତ ହୋଇଥିଲେ।