ପୁଲିସ ହାତରେ ‘ତିନ୍ ପାହାଡି’ ଗ୍ୟାଙ୍ଗ: ୮ ଗିରଫ, ୨୨ ମୋବାଇଲ ଫୋନ ସହ ୧ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜବତ

The Sakala Picture
Published On

ଭୁବନେଶ୍ୱର: କମିଶନରେଟ ପୁଲିସ ହାତରେ ତିନ୍ ପାହାଡି ଗ୍ୟାଙ୍ଗ। ୮ଜଣଙ୍କୁ ବାନ୍ଧିଲା କମିଶନରେଟ ପୁଲିସ। ସବୁ ଡକାୟତ ଝାଡ଼ଖଣ୍ଡ ଅଞ୍ଚଳର ବୋଲି ଜଣାପଡିଛି। ମୋ ବସ୍ ଓ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ଦୀର୍ଘ ଦିନ ଧରି ଲୁଟପାଟ୍ କରୁଥିଲେ। କଟକ ପୁରୀରୁ ହୋଇଥିବା ଶତାଧିକ ମୋବାଇଲ ଲୁଟରେ ଏମାନେ ସାମିଲ ବୋଲି ଜଣାପଡିଛି। ଭିନ୍ନଭିନ୍ନ କୌଶଳରେ ଟଙ୍କା ଓ ମୋବାଇଲ ଲୁଟି ନେଉଥିଲେ । ଏମାନଙ୍କଠାରୁ ୨୨ଟି ଫୋନ ସହ ୧ ଲକ୍ଷ ୩୦ ହଜାର ଟଙ୍କା […]

ଭୁବନେଶ୍ୱର: କମିଶନରେଟ ପୁଲିସ ହାତରେ ତିନ୍ ପାହାଡି ଗ୍ୟାଙ୍ଗ। ୮ଜଣଙ୍କୁ ବାନ୍ଧିଲା କମିଶନରେଟ ପୁଲିସ। ସବୁ ଡକାୟତ ଝାଡ଼ଖଣ୍ଡ ଅଞ୍ଚଳର ବୋଲି ଜଣାପଡିଛି। ମୋ ବସ୍ ଓ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ଦୀର୍ଘ ଦିନ ଧରି ଲୁଟପାଟ୍ କରୁଥିଲେ। କଟକ ପୁରୀରୁ ହୋଇଥିବା ଶତାଧିକ ମୋବାଇଲ ଲୁଟରେ ଏମାନେ ସାମିଲ ବୋଲି ଜଣାପଡିଛି। ଭିନ୍ନଭିନ୍ନ କୌଶଳରେ ଟଙ୍କା ଓ ମୋବାଇଲ ଲୁଟି ନେଉଥିଲେ ।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଲିଙ୍ଗରାଜ ଥାନା ପୋଲିସ, ହତ୍ୟା ଅଭିଯୁକ୍ତର ଘରେ ଚାଲିଲା ବୁଲଡୋଜର

ଏମାନଙ୍କଠାରୁ ୨୨ଟି ଫୋନ ସହ ୧ ଲକ୍ଷ ୩୦ ହଜାର ଟଙ୍କା ଜବତ କରାଯାଇଛି। ଲୋକଙ୍କୁ ଲୁଟିବା ପାଇଁ ଝାଡ଼ଖଣ୍ଡରୁ ଭୁବନେଶ୍ୱର ଆସିଥିଲେ। ଏମାନଙ୍କ ନାଁରେ ରାଜ୍ୟ ଓ ରାଜ୍ୟ ବାହାରେ ପୁଳା ପୁଳା ମାମଲା ରହିଛି। ଗ୍ୟାଙ୍ଗରେ ଥିବା ଅନ୍ୟ ସଦସ୍ୟଙ୍କୁ ଧରିବା ପାଇଁ ପୋଲିସର ଛାନଭିନ ଜାରି ରହିଛି।

ଆହୁରି ପଢ଼ନ୍ତୁ: ମିଛ ଗୁଜବ ଶୁଣି ପୁଲିସ ନାକେଦମ୍‌‌; ଶବ ଖୋଜୁଖୋଜୁ ମିଳିଲା ଅଣ୍ଡା

 

ଆହୁରି ପଢ଼ନ୍ତୁ: କରଞ୍ଜିଆ ବନଖଣ୍ଡରୁ ହାତୀ ଶାବକର ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର