ଟ୍ରାଫିକ ନିୟମ ଉଲଘଂନ କରି ଟ୍ୱିନ୍‌ସିଟିରେ ଅମାନିଆ ଗଣିଛନ୍ତି ୨୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା

The Sakala Picture
Published On

ଭୁବନେଶ୍ୱର: ଟ୍ରାଫିକ ନିୟମ ଉଲଘଂନ କରିବା ମାହାଙ୍ଗା ପଡିଛି ଅମାନିଆଙ୍କୁ । ନିୟମ ନ ମାନି ପ୍ରାୟ ୨୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା ଜାଣିଛନ୍ତି ଏହି ଅମାନିଆମାନେ । ତେବେ ଗତ ୨୦୨୦ ଓ ୨୦୨୧ ଅଗଷ୍ଟ ସୁଦ୍ଧା କଟକ-ଭୁବନେଶ୍ୱରରେ କେତେ ଟଙ୍କା ଜୋରିମାନା ଆକାରରେ ଆଦାୟ ହୋଇଛି ସେନେଇ ବିସ୍ତୃତ ତଥ୍ୟ ଗୃହରେ ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର । ତଥ୍ୟ ଅନୁସାରେ, ଟ୍ୱିନ୍ ସିଟିରେ ଅମାନିଆଙ୍କ ଠାରୁ ଆଦାୟ ହୋଇଛି ୨୧କୋଟି […]

ଭୁବନେଶ୍ୱର: ଟ୍ରାଫିକ ନିୟମ ଉଲଘଂନ କରିବା ମାହାଙ୍ଗା ପଡିଛି ଅମାନିଆଙ୍କୁ । ନିୟମ ନ ମାନି ପ୍ରାୟ ୨୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା ଜାଣିଛନ୍ତି ଏହି ଅମାନିଆମାନେ । ତେବେ ଗତ ୨୦୨୦ ଓ ୨୦୨୧ ଅଗଷ୍ଟ ସୁଦ୍ଧା କଟକ-ଭୁବନେଶ୍ୱରରେ କେତେ ଟଙ୍କା ଜୋରିମାନା ଆକାରରେ ଆଦାୟ ହୋଇଛି ସେନେଇ ବିସ୍ତୃତ ତଥ୍ୟ ଗୃହରେ ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ତଥ୍ୟ ଅନୁସାରେ, ଟ୍ୱିନ୍ ସିଟିରେ ଅମାନିଆଙ୍କ ଠାରୁ ଆଦାୟ ହୋଇଛି ୨୧କୋଟି ୬୨ଲକ୍ଷ ୯୯ହଜାର ୧୦୦ ଟଙ୍କା ଜରିମାନା । ଟ୍ରାଫିକ ନିୟମ ଉଲଘଂନ କରି ୮ ମାସରେ ୧୧ କୋଟି ୮୩ ଲକ୍ଷ ୬୫ ହଜାର ୭୦୦ ଟଙ୍କା ଫାଇନ ଆଦାୟ ହୋଇଛି । ବିନା ହେଲମେଟ ଧାରୀଙ୍କ ଠୁଁ ୯ କୋଟି ୨୦ ଲକ୍ଷ ୯ ହଜାର ୩ ଶହ ଆଦାୟ ହୋଇଛି । ବିନା ସିଟ ବେଲ୍ଟ ୫୬ ଲକ୍ଷ ୬ ହଜାର ୧୦୦ ଟଙ୍କା ଫାଇନ ଆଦାୟ ହୋଇଛି । ବିନା ମାସ୍କ ଧାରୀଙ୍କଠୁଁ ୩ ଲକ୍ଷ ୧୮ ହଜାର ଟଙ୍କା ଆଦାୟ ହୋଇଥିବା ଗୃହରେ ଉତ୍ତର ରଖିଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର । କମିଶନରେଟ୍ ପୋଲିସ ଅଞ୍ଚଳରେ ଜରିମାନା ଆଦାୟ ସମ୍ପର୍କରେ ବିଧାୟକ ସୌଭିକ୍ ବିଶ୍ୱାଳ ପଚାରିଥିବା ପ୍ରଶ୍ନର ଉତ୍ତର ଏହା କହିଛନ୍ତି ମନ୍ତ୍ରୀ ଶ୍ରୀ ମିଶ୍ର ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

06 Sep 2021 By The Sakala

ଟ୍ରାଫିକ ନିୟମ ଉଲଘଂନ କରି ଟ୍ୱିନ୍‌ସିଟିରେ ଅମାନିଆ ଗଣିଛନ୍ତି ୨୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା

ଭୁବନେଶ୍ୱର: ଟ୍ରାଫିକ ନିୟମ ଉଲଘଂନ କରିବା ମାହାଙ୍ଗା ପଡିଛି ଅମାନିଆଙ୍କୁ । ନିୟମ ନ ମାନି ପ୍ରାୟ ୨୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା ଜାଣିଛନ୍ତି ଏହି ଅମାନିଆମାନେ । ତେବେ ଗତ ୨୦୨୦ ଓ ୨୦୨୧ ଅଗଷ୍ଟ ସୁଦ୍ଧା କଟକ-ଭୁବନେଶ୍ୱରରେ କେତେ ଟଙ୍କା ଜୋରିମାନା ଆକାରରେ ଆଦାୟ ହୋଇଛି ସେନେଇ ବିସ୍ତୃତ ତଥ୍ୟ ଗୃହରେ ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ।

ତଥ୍ୟ ଅନୁସାରେ, ଟ୍ୱିନ୍ ସିଟିରେ ଅମାନିଆଙ୍କ ଠାରୁ ଆଦାୟ ହୋଇଛି ୨୧କୋଟି ୬୨ଲକ୍ଷ ୯୯ହଜାର ୧୦୦ ଟଙ୍କା ଜରିମାନା । ଟ୍ରାଫିକ ନିୟମ ଉଲଘଂନ କରି ୮ ମାସରେ ୧୧ କୋଟି ୮୩ ଲକ୍ଷ ୬୫ ହଜାର ୭୦୦ ଟଙ୍କା ଫାଇନ ଆଦାୟ ହୋଇଛି । ବିନା ହେଲମେଟ ଧାରୀଙ୍କ ଠୁଁ ୯ କୋଟି ୨୦ ଲକ୍ଷ ୯ ହଜାର ୩ ଶହ ଆଦାୟ ହୋଇଛି । ବିନା ସିଟ ବେଲ୍ଟ ୫୬ ଲକ୍ଷ ୬ ହଜାର ୧୦୦ ଟଙ୍କା ଫାଇନ ଆଦାୟ ହୋଇଛି । ବିନା ମାସ୍କ ଧାରୀଙ୍କଠୁଁ ୩ ଲକ୍ଷ ୧୮ ହଜାର ଟଙ୍କା ଆଦାୟ ହୋଇଥିବା ଗୃହରେ ଉତ୍ତର ରଖିଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର । କମିଶନରେଟ୍ ପୋଲିସ ଅଞ୍ଚଳରେ ଜରିମାନା ଆଦାୟ ସମ୍ପର୍କରେ ବିଧାୟକ ସୌଭିକ୍ ବିଶ୍ୱାଳ ପଚାରିଥିବା ପ୍ରଶ୍ନର ଉତ୍ତର ଏହା କହିଛନ୍ତି ମନ୍ତ୍ରୀ ଶ୍ରୀ ମିଶ୍ର ।

https://www.thesakala.in/latest-odisha-news/commissionerate-police-collect-above-21-crore-as-fine-for-traffic-rule-violeter/article-5229
Join Us @ WhatsApp

About The Author

06 Sep 2021 By The Sakala

ଟ୍ରାଫିକ ନିୟମ ଉଲଘଂନ କରି ଟ୍ୱିନ୍‌ସିଟିରେ ଅମାନିଆ ଗଣିଛନ୍ତି ୨୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା

ଭୁବନେଶ୍ୱର: ଟ୍ରାଫିକ ନିୟମ ଉଲଘଂନ କରିବା ମାହାଙ୍ଗା ପଡିଛି ଅମାନିଆଙ୍କୁ । ନିୟମ ନ ମାନି ପ୍ରାୟ ୨୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା ଜାଣିଛନ୍ତି ଏହି ଅମାନିଆମାନେ । ତେବେ ଗତ ୨୦୨୦ ଓ ୨୦୨୧ ଅଗଷ୍ଟ ସୁଦ୍ଧା କଟକ-ଭୁବନେଶ୍ୱରରେ କେତେ ଟଙ୍କା ଜୋରିମାନା ଆକାରରେ ଆଦାୟ ହୋଇଛି ସେନେଇ ବିସ୍ତୃତ ତଥ୍ୟ ଗୃହରେ ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ।

ତଥ୍ୟ ଅନୁସାରେ, ଟ୍ୱିନ୍ ସିଟିରେ ଅମାନିଆଙ୍କ ଠାରୁ ଆଦାୟ ହୋଇଛି ୨୧କୋଟି ୬୨ଲକ୍ଷ ୯୯ହଜାର ୧୦୦ ଟଙ୍କା ଜରିମାନା । ଟ୍ରାଫିକ ନିୟମ ଉଲଘଂନ କରି ୮ ମାସରେ ୧୧ କୋଟି ୮୩ ଲକ୍ଷ ୬୫ ହଜାର ୭୦୦ ଟଙ୍କା ଫାଇନ ଆଦାୟ ହୋଇଛି । ବିନା ହେଲମେଟ ଧାରୀଙ୍କ ଠୁଁ ୯ କୋଟି ୨୦ ଲକ୍ଷ ୯ ହଜାର ୩ ଶହ ଆଦାୟ ହୋଇଛି । ବିନା ସିଟ ବେଲ୍ଟ ୫୬ ଲକ୍ଷ ୬ ହଜାର ୧୦୦ ଟଙ୍କା ଫାଇନ ଆଦାୟ ହୋଇଛି । ବିନା ମାସ୍କ ଧାରୀଙ୍କଠୁଁ ୩ ଲକ୍ଷ ୧୮ ହଜାର ଟଙ୍କା ଆଦାୟ ହୋଇଥିବା ଗୃହରେ ଉତ୍ତର ରଖିଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର । କମିଶନରେଟ୍ ପୋଲିସ ଅଞ୍ଚଳରେ ଜରିମାନା ଆଦାୟ ସମ୍ପର୍କରେ ବିଧାୟକ ସୌଭିକ୍ ବିଶ୍ୱାଳ ପଚାରିଥିବା ପ୍ରଶ୍ନର ଉତ୍ତର ଏହା କହିଛନ୍ତି ମନ୍ତ୍ରୀ ଶ୍ରୀ ମିଶ୍ର ।

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର