ବାତ୍ୟାରେ ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ ହେଲେ ପରିବାରକୁ ୧୦ ଲକ୍ଷ ଟଙ୍କା ଅନୁକମ୍ପା – OPTCL

The Sakala Picture
Published On

ଭୁବନେଶ୍ୱର: ବାତ୍ୟା ୟଶ କୁ ଦୃଷ୍ଟିରେ ରଖି ଏକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛି ଓପିଟିସିଏଲ । ବାତ୍ୟା ପରେ ବିଦ୍ୟୁତ ସରବରାହ ସ୍ବାଭାବିକ କରିବାକୁ କାମ କରିବେ ଓପିଟିସିଏଲ କର୍ମଚାରୀ । କାମ କରିବା ସମୟରେ ଯଦି କୌଣସି ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ ହୁଏ ତେବେ ତାଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ମିଳିବ ବୋଲି ଘୋଷଣା କରାଯାଇଛି । ସେହିପରି ଯଦି ବାତ୍ୟା ମୁକାବିଲା ସମୟରେ କୌଣସି କର୍ମଚାରୀ ଆହତ ହୁଅନ୍ତି ତେବେ […]

ଭୁବନେଶ୍ୱର: ବାତ୍ୟା ୟଶ କୁ ଦୃଷ୍ଟିରେ ରଖି ଏକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛି ଓପିଟିସିଏଲ । ବାତ୍ୟା ପରେ ବିଦ୍ୟୁତ ସରବରାହ ସ୍ବାଭାବିକ କରିବାକୁ କାମ କରିବେ ଓପିଟିସିଏଲ କର୍ମଚାରୀ । କାମ କରିବା ସମୟରେ ଯଦି କୌଣସି ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ ହୁଏ ତେବେ ତାଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ମିଳିବ ବୋଲି ଘୋଷଣା କରାଯାଇଛି ।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ସେହିପରି ଯଦି ବାତ୍ୟା ମୁକାବିଲା ସମୟରେ କୌଣସି କର୍ମଚାରୀ ଆହତ ହୁଅନ୍ତି ତେବେ ତାଙ୍କର ସମ୍ପୂର୍ଣ୍ଣ ଚିକିତ୍ସା ଖର୍ଚ୍ଚ ଓପିଟିସିଏଲ ବହନ କରିବ । ଏଥିସହ ସରକାରୀ ନିୟମ ଅନୁସାରେ ଅନ୍ୟ ଯୋଜନାରେ ମଧ୍ୟ ଲାଭବାନ ହେବେ ବୋଲି ଓପିଟିସିଏଲ୍‌ ଘୋଷଣା କରିଛି ।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର