IFS ଅଫିସର ଅଭୟକାନ୍ତ ପାଠକଙ୍କ ବାଧ୍ୟତାମୂଳକ ଅବସର ସୁପାରିଶ ଉପରେ ମୋହର ମାରିଲେ ରାଷ୍ଟ୍ରପତି

The Sakala Picture
Published On

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ଦୁର୍ନୀତି ଅଭିଯୋଗରେ ଗିରଫ ନିଲମ୍ବିତ ଆଇଏଫଏସ୍ ଅଫିସର ଅଭୟକାନ୍ତ ପାଠକଙ୍କ ପାଇଁ ବଢ଼ିଲା ଅଡୁଆ । ଦୁର୍ନୀତି ପ୍ରତି ଶୂନ୍ୟ ସହନଶୀଳତା ମନୋଭାବ ରଖୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭୟକାନ୍ତ ପାଠକଙ୍କ ବାଧ୍ୟତାମୂଳକ ଅବସର ପାଇଁ ସୁପାରିଶ କରିଥିଲେ । ଏହି ସୁପାରିଶ ଉପରେ ମୋହର ମାରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ୧୯୮୭ ବ୍ୟାଚ ଓଡ଼ିଶା କ୍ୟାଡରର ଆଇଏଫଏସ୍ ଅଫିସର ହେଉଛନ୍ତି ଅଭୟକାନ୍ତ ପାଠକ । ଯାହାଙ୍କ ବିରୋଧରେ […]

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ଦୁର୍ନୀତି ଅଭିଯୋଗରେ ଗିରଫ ନିଲମ୍ବିତ ଆଇଏଫଏସ୍ ଅଫିସର ଅଭୟକାନ୍ତ ପାଠକଙ୍କ ପାଇଁ ବଢ଼ିଲା ଅଡୁଆ । ଦୁର୍ନୀତି ପ୍ରତି ଶୂନ୍ୟ ସହନଶୀଳତା ମନୋଭାବ ରଖୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭୟକାନ୍ତ ପାଠକଙ୍କ ବାଧ୍ୟତାମୂଳକ ଅବସର ପାଇଁ ସୁପାରିଶ କରିଥିଲେ । ଏହି ସୁପାରିଶ ଉପରେ ମୋହର ମାରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ।

ଆହୁରି ପଢ଼ନ୍ତୁ: କାଠଯୋଡ଼ି ନଦୀରୁ ମେଡିକାଲ ଛାତ୍ରୀ ମୃତଦେହ ଉଦ୍ଧାର ଘଟଣା: ବାରଙ୍ଗ ଥାନାରେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କ ବିରୋଧରେ ଅଭିଯୋଗ

୧୯୮୭ ବ୍ୟାଚ ଓଡ଼ିଶା କ୍ୟାଡରର ଆଇଏଫଏସ୍ ଅଫିସର ହେଉଛନ୍ତି ଅଭୟକାନ୍ତ ପାଠକ । ଯାହାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ପରେ ତାଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତିଙ୍କୁ ସୁପାରିଶ କରିଥିଲେ । ଯାହା ଫଳରେ ଅଭୟଙ୍କୁ ବାଧ୍ୟତାମୂଳକ ଅବସର ଦେବାର ପଥ ପରିଷ୍କାର ହୋଇଛି ।

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦରେ ଅଭାବନୀୟ ଘଟଣା: ବଜ୍ରାଘାତରେ ୯ ଗାଈ ମୃତ, ୧୧ ଆହତ

ସରକାରୀ ପଦବୀର ଅପବ୍ୟବହାର କରିଥିଲେ ଅଭୟକାନ୍ତ ପାଠକ । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦେବା ପାଇଁ ରାଜ୍ୟ ସରକାର ସୁପାରିସ କରିଥିଲେ । ପୂର୍ବରୁ ତାଙ୍କୁ ଗିରଫ କରାଯାଇଛି । ଏବେ ସେ ଜେଲରେ ଅଛନ୍ତି ।

ଆହୁରି ପଢ଼ନ୍ତୁ: ପ୍ରେମିକାକୁ ହତ୍ୟା କରି ଦୁର୍ଘଟଣା ରୂପ ଦେଇଥିଲା ପ୍ରେମିକ, ବାନ୍ଧିଲା ପୋଲିସ

03 May 2021 By The Sakala

IFS ଅଫିସର ଅଭୟକାନ୍ତ ପାଠକଙ୍କ ବାଧ୍ୟତାମୂଳକ ଅବସର ସୁପାରିଶ ଉପରେ ମୋହର ମାରିଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ଦୁର୍ନୀତି ଅଭିଯୋଗରେ ଗିରଫ ନିଲମ୍ବିତ ଆଇଏଫଏସ୍ ଅଫିସର ଅଭୟକାନ୍ତ ପାଠକଙ୍କ ପାଇଁ ବଢ଼ିଲା ଅଡୁଆ । ଦୁର୍ନୀତି ପ୍ରତି ଶୂନ୍ୟ ସହନଶୀଳତା ମନୋଭାବ ରଖୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭୟକାନ୍ତ ପାଠକଙ୍କ ବାଧ୍ୟତାମୂଳକ ଅବସର ପାଇଁ ସୁପାରିଶ କରିଥିଲେ । ଏହି ସୁପାରିଶ ଉପରେ ମୋହର ମାରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ।

୧୯୮୭ ବ୍ୟାଚ ଓଡ଼ିଶା କ୍ୟାଡରର ଆଇଏଫଏସ୍ ଅଫିସର ହେଉଛନ୍ତି ଅଭୟକାନ୍ତ ପାଠକ । ଯାହାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ପରେ ତାଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତିଙ୍କୁ ସୁପାରିଶ କରିଥିଲେ । ଯାହା ଫଳରେ ଅଭୟଙ୍କୁ ବାଧ୍ୟତାମୂଳକ ଅବସର ଦେବାର ପଥ ପରିଷ୍କାର ହୋଇଛି ।

ସରକାରୀ ପଦବୀର ଅପବ୍ୟବହାର କରିଥିଲେ ଅଭୟକାନ୍ତ ପାଠକ । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦେବା ପାଇଁ ରାଜ୍ୟ ସରକାର ସୁପାରିସ କରିଥିଲେ । ପୂର୍ବରୁ ତାଙ୍କୁ ଗିରଫ କରାଯାଇଛି । ଏବେ ସେ ଜେଲରେ ଅଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର