ଦୂର ହେଲା ଦ୍ବନ୍ଦ୍ବ: ଏପ୍ରିଲ ୧୪ରେ ହିଁ ପାଳନ ହେବ ପଣା ସଂକ୍ରାନ୍ତି

The Sakala Picture
Published On

ଭୁବନେଶ୍ବର: ଦ୍ବନ୍ଦ୍ବ ହେଲା ଦୂର। ଏପ୍ରିଲ ୧୪ରେ ହିଁ ପାଳନ ହେବ ପଣା ସଂକ୍ରାନ୍ତି । ପଞ୍ଜିକା ସମୀକରଣ ସମୀକ୍ଷା ବୈଠକରେ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କାର୍ତ୍ତିକ ମାସରେ ପଞ୍ଚୁକ ପାଳନ ହେବ ୪ ଦିନ। ସେହିଭଳି ଶ୍ରୀଗୁଣ୍ଡିଚା ଯାତ୍ରା ଦିନ କରାଯିବ ଉଭା ନୀତି । ୧୩ଦିନିଆ ଅଣସର ନୀତି ପାଳନ କରାଯିବାକୁ ବୌଠକରେ ନିଷ୍ପତ୍ତି ହୋଇଛି । ଗତ ସପ୍ତାହରେ ଅନୁଷ୍ଠିତ ବୈଠକରେ ୨୦୨୪-୨୫ ପାଞ୍ଜି ଗଣନାରେ ପଣା ସଂକ୍ରାନ୍ତି ତାରିଖକୁ ନେଇ […]

ଭୁବନେଶ୍ବର: ଦ୍ବନ୍ଦ୍ବ ହେଲା ଦୂର। ଏପ୍ରିଲ ୧୪ରେ ହିଁ ପାଳନ ହେବ ପଣା ସଂକ୍ରାନ୍ତି । ପଞ୍ଜିକା ସମୀକରଣ ସମୀକ୍ଷା ବୈଠକରେ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କାର୍ତ୍ତିକ ମାସରେ ପଞ୍ଚୁକ ପାଳନ ହେବ ୪ ଦିନ। ସେହିଭଳି ଶ୍ରୀଗୁଣ୍ଡିଚା ଯାତ୍ରା ଦିନ କରାଯିବ ଉଭା ନୀତି । ୧୩ଦିନିଆ ଅଣସର ନୀତି ପାଳନ କରାଯିବାକୁ ବୌଠକରେ ନିଷ୍ପତ୍ତି ହୋଇଛି ।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

ଗତ ସପ୍ତାହରେ ଅନୁଷ୍ଠିତ ବୈଠକରେ ୨୦୨୪-୨୫ ପାଞ୍ଜି ଗଣନାରେ ପଣା ସଂକ୍ରାନ୍ତି ତାରିଖକୁ ନେଇ ଦ୍ୱନ୍ଦ୍ୱ ଉଠିଥିଲା। ଏହି ଦ୍ୱନ୍ଦ୍ୱକୁ ଦୂର କରିବାକୁ ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପାଞ୍ଜି ସମୀକ୍ଷା ବୈଠକ ବସିଥିଲା । ଆଗାମୀ ପଣାସଂକ୍ରାନ୍ତି, ମହାବିଷୁବ ସଂକ୍ରାନ୍ତି ଓ ଓଡିଆ ନୂଆବର୍ଷ ପାଳନ ନିମନ୍ତେ ଏପ୍ରିଲ ୧୩ ନା ୧୪ କେଉଁ ତାରିଖରେ ମୋହର ବାଜିବ, ତାହା ଉପରେ ସମସ୍ତଙ୍କ ନଜର ଥିଲା। ଗଣନାକାରମାନେ ଏହା ଉପରେ ବିସ୍ତୃତ ଗଣନା କରି ଏପ୍ରିଲ ୧୪ରେ ହିଁ ପଣା ସଂକ୍ରାନ୍ତି ପାଳନ ହେବ ବୋଲି ସ୍ପଷ୍ଟ କରିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା: ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

12 Feb 2024 By The Sakala

ଦୂର ହେଲା ଦ୍ବନ୍ଦ୍ବ: ଏପ୍ରିଲ ୧୪ରେ ହିଁ ପାଳନ ହେବ ପଣା ସଂକ୍ରାନ୍ତି

ଭୁବନେଶ୍ବର: ଦ୍ବନ୍ଦ୍ବ ହେଲା ଦୂର। ଏପ୍ରିଲ ୧୪ରେ ହିଁ ପାଳନ ହେବ ପଣା ସଂକ୍ରାନ୍ତି । ପଞ୍ଜିକା ସମୀକରଣ ସମୀକ୍ଷା ବୈଠକରେ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କାର୍ତ୍ତିକ ମାସରେ ପଞ୍ଚୁକ ପାଳନ ହେବ ୪ ଦିନ। ସେହିଭଳି ଶ୍ରୀଗୁଣ୍ଡିଚା ଯାତ୍ରା ଦିନ କରାଯିବ ଉଭା ନୀତି । ୧୩ଦିନିଆ ଅଣସର ନୀତି ପାଳନ କରାଯିବାକୁ ବୌଠକରେ ନିଷ୍ପତ୍ତି ହୋଇଛି ।

ଗତ ସପ୍ତାହରେ ଅନୁଷ୍ଠିତ ବୈଠକରେ ୨୦୨୪-୨୫ ପାଞ୍ଜି ଗଣନାରେ ପଣା ସଂକ୍ରାନ୍ତି ତାରିଖକୁ ନେଇ ଦ୍ୱନ୍ଦ୍ୱ ଉଠିଥିଲା। ଏହି ଦ୍ୱନ୍ଦ୍ୱକୁ ଦୂର କରିବାକୁ ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପାଞ୍ଜି ସମୀକ୍ଷା ବୈଠକ ବସିଥିଲା । ଆଗାମୀ ପଣାସଂକ୍ରାନ୍ତି, ମହାବିଷୁବ ସଂକ୍ରାନ୍ତି ଓ ଓଡିଆ ନୂଆବର୍ଷ ପାଳନ ନିମନ୍ତେ ଏପ୍ରିଲ ୧୩ ନା ୧୪ କେଉଁ ତାରିଖରେ ମୋହର ବାଜିବ, ତାହା ଉପରେ ସମସ୍ତଙ୍କ ନଜର ଥିଲା। ଗଣନାକାରମାନେ ଏହା ଉପରେ ବିସ୍ତୃତ ଗଣନା କରି ଏପ୍ରିଲ ୧୪ରେ ହିଁ ପଣା ସଂକ୍ରାନ୍ତି ପାଳନ ହେବ ବୋଲି ସ୍ପଷ୍ଟ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର