କଂଗ୍ରେସ ଭବନରେ ୨ ଗୋଷ୍ଠୀ ମୁହାଁମୁହିଁ

The Sakala Picture
Published On

ଭୁବନେଶ୍ୱର: ରାଜ୍ଯରେ କଂଗ୍ରେସରେ ଗୋଷ୍ଠୀ କନ୍ଦଳ ବଢ଼ିଚାଲିଛି। ଆଜି କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। କଂଗ୍ରେସ ଭବନ ପରିସରରେ ହେବାକୁ ଥିବା ଓବିସି ସେଲ୍‌ ବୈଠକ ପୂର୍ବରୁ ଏଭଳି ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଛି । ଗୋଟିଏ ଗୋଷ୍ଠୀ ଓବିସି ସେଲ୍ ଅଧ୍ୟକ୍ଷଙ୍କୁ ତାଲା ପକାଇଥିବା ଜଣାପଡ଼ିଛି। ଦଳ ବିରୋଧୀ କାମ ଅଭିଯୋଗରେ ବିଷ୍ଣୁ ବାରିକଙ୍କୁ ତାଲା ପକାଇଥିବା ଅନ୍ଯ ଏକ ଗୋଷ୍ଠୀ ପକ୍ଷରୁ ଅଭିଯୋଗ ହୋଇଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ […]

ଭୁବନେଶ୍ୱର: ରାଜ୍ଯରେ କଂଗ୍ରେସରେ ଗୋଷ୍ଠୀ କନ୍ଦଳ ବଢ଼ିଚାଲିଛି। ଆଜି କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। କଂଗ୍ରେସ ଭବନ ପରିସରରେ ହେବାକୁ ଥିବା ଓବିସି ସେଲ୍‌ ବୈଠକ ପୂର୍ବରୁ ଏଭଳି ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଛି । ଗୋଟିଏ ଗୋଷ୍ଠୀ ଓବିସି ସେଲ୍ ଅଧ୍ୟକ୍ଷଙ୍କୁ ତାଲା ପକାଇଥିବା ଜଣାପଡ଼ିଛି। ଦଳ ବିରୋଧୀ କାମ ଅଭିଯୋଗରେ ବିଷ୍ଣୁ ବାରିକଙ୍କୁ ତାଲା ପକାଇଥିବା ଅନ୍ଯ ଏକ ଗୋଷ୍ଠୀ ପକ୍ଷରୁ ଅଭିଯୋଗ ହୋଇଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ଶାଶୁ ଓ ଶ୍ୱଶୁରଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ଜ୍ୱାଇଁ

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ବିଧାୟକ ସୁରେଶକୁମାର ରାଉତରାୟ ଦୁଇ ଗୋଷ୍ଠୀଙ୍କୁ ବୁଝାସୁଝା କରିଥିଲେ। ପୁଙ୍ଖାନୁପୁଙ୍ଖ ତଦନ୍ତ ପରେ ବିଶୃଙ୍ଖଳାକାରୀଙ୍କ ବିରୋଧରେ କାର୍ଯ୍ଯାନୁଷ୍ଠାନ ନିଆଯିବ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଏଏସଆଇ: ମାମଲା ରଫାଦଫା ପାଇଁ ନେଉଥିଲେ ୮ ହଜାର ଟଙ୍କା ଲାଞ୍ଚ

ସୂଚନା ଅନୁଯାୟୀ, ଆଜି କଂଗ୍ରେସ ଭବନରେ ଓବିସି ସେଲ୍‌ ବୈଠକ ବସିବାର ଥିଲା । କିନ୍ତୁ କୌଣସି କାରଣ ଲାଗି ୨ ଗୋଷ୍ଠୀ ମଧ୍ୟରେ ହାତାହାତି ହୋଇଥିଲେ।

ଆହୁରି ପଢ଼ନ୍ତୁ: ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକରେ ବିଜେଡିର ଶୋକ

25 Feb 2021 By The Sakala

କଂଗ୍ରେସ ଭବନରେ ୨ ଗୋଷ୍ଠୀ ମୁହାଁମୁହିଁ

ଭୁବନେଶ୍ୱର: ରାଜ୍ଯରେ କଂଗ୍ରେସରେ ଗୋଷ୍ଠୀ କନ୍ଦଳ ବଢ଼ିଚାଲିଛି। ଆଜି କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। କଂଗ୍ରେସ ଭବନ ପରିସରରେ ହେବାକୁ ଥିବା ଓବିସି ସେଲ୍‌ ବୈଠକ ପୂର୍ବରୁ ଏଭଳି ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଛି । ଗୋଟିଏ ଗୋଷ୍ଠୀ ଓବିସି ସେଲ୍ ଅଧ୍ୟକ୍ଷଙ୍କୁ ତାଲା ପକାଇଥିବା ଜଣାପଡ଼ିଛି। ଦଳ ବିରୋଧୀ କାମ ଅଭିଯୋଗରେ ବିଷ୍ଣୁ ବାରିକଙ୍କୁ ତାଲା ପକାଇଥିବା ଅନ୍ଯ ଏକ ଗୋଷ୍ଠୀ ପକ୍ଷରୁ ଅଭିଯୋଗ ହୋଇଛି।

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ବିଧାୟକ ସୁରେଶକୁମାର ରାଉତରାୟ ଦୁଇ ଗୋଷ୍ଠୀଙ୍କୁ ବୁଝାସୁଝା କରିଥିଲେ। ପୁଙ୍ଖାନୁପୁଙ୍ଖ ତଦନ୍ତ ପରେ ବିଶୃଙ୍ଖଳାକାରୀଙ୍କ ବିରୋଧରେ କାର୍ଯ୍ଯାନୁଷ୍ଠାନ ନିଆଯିବ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି।

ସୂଚନା ଅନୁଯାୟୀ, ଆଜି କଂଗ୍ରେସ ଭବନରେ ଓବିସି ସେଲ୍‌ ବୈଠକ ବସିବାର ଥିଲା । କିନ୍ତୁ କୌଣସି କାରଣ ଲାଗି ୨ ଗୋଷ୍ଠୀ ମଧ୍ୟରେ ହାତାହାତି ହୋଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର