ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ହେଲେ ବିଶ୍ବକେଶନ ହରିଚନ୍ଦନ

The Sakala Picture
Published On

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସ ତାର ପ୍ରାର୍ଥୀ ଘୋଷଣା କରିଛି। ବିଶ୍ବକେଶନ ହରିଚନ୍ଦନ ମହାପାତ୍ର ପିପିଲି କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି। ବିଶ୍ବକେଶନ ନାମରେ ମୋହର ମାରିଛନ୍ତି ସୋନିଆ ଗାନ୍ଧି। ସେ ଜିଲ୍ଲା କଂଗ୍ରେସର ସେବାଦଳର ମୁଖ୍ୟ ସଂଗଠକ ଭାବେ କାର୍ଯ୍ଯ କରୁଛନ୍ତି। ସୂଚନା ଅନୁଯାୟୀ, ପିପିଲି ଉପନିର୍ବାଚନ ପାଇଁ ଅଜିତଙ୍କୁ ପ୍ରାର୍ଥୀ କରିଥିଲା କଂଗ୍ରେସ। ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ନୂଆ ପ୍ରାର୍ଥୀ ଘୋଷଣା କରିଛି ଦଳ । ଗତ ୧୪ ତାରିଖରେ ରାଜଧାନୀରେ ଏକ […]

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସ ତାର ପ୍ରାର୍ଥୀ ଘୋଷଣା କରିଛି। ବିଶ୍ବକେଶନ ହରିଚନ୍ଦନ ମହାପାତ୍ର ପିପିଲି କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି। ବିଶ୍ବକେଶନ ନାମରେ ମୋହର ମାରିଛନ୍ତି ସୋନିଆ ଗାନ୍ଧି। ସେ ଜିଲ୍ଲା କଂଗ୍ରେସର ସେବାଦଳର ମୁଖ୍ୟ ସଂଗଠକ ଭାବେ କାର୍ଯ୍ଯ କରୁଛନ୍ତି।

ଆହୁରି ପଢ଼ନ୍ତୁ: ରାଜଧାନୀ କାର୍ ଦୁର୍ଘଟଣା ପଛରେ ହତ୍ୟା ରହସ୍ୟ: ତଣ୍ଟି କାଟି ପ୍ରେମିକକୁ ମାରିଦେଲା ପ୍ରେମିକା

ଆହୁରି ପଢ଼ନ୍ତୁ: ବଢ଼ିଲା ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା, ବରିଷ୍ଠତା ଭିତ୍ତିରେ ୨୦ହଜାରରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି

ସୂଚନା ଅନୁଯାୟୀ, ପିପିଲି ଉପନିର୍ବାଚନ ପାଇଁ ଅଜିତଙ୍କୁ ପ୍ରାର୍ଥୀ କରିଥିଲା କଂଗ୍ରେସ। ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ନୂଆ ପ୍ରାର୍ଥୀ ଘୋଷଣା କରିଛି ଦଳ । ଗତ ୧୪ ତାରିଖରେ ରାଜଧାନୀରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଅଜିତଙ୍କ ମୃତ୍ୟୁ ଘଟିଥିଲା।

ଆହୁରି ପଢ଼ନ୍ତୁ: ରାଜ୍ୟର ୧୩ଟି ବିଶ୍ବବିଦ୍ୟାଳୟରେ ନାହାନ୍ତି କୁଳପତି, ସମସ୍ୟା ନେଇ ରାଜ୍ୟପାଳଙ୍କୁ ଭେଟିଲା ଯୁବ ଓ ଛାତ୍ର ବିଜେଡି

ଅପରପକ୍ଷରେ ମେ’ ୧୩ ପରିବର୍ତ୍ତେ ମେ ୧୬ରେ ମତଦାନ ନେଇ ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିଶନ ସୁନିଲ ଲୋହାନୀ । ପୂର୍ବରୁ ମେ ୧୩ରେ ଉପନିର୍ବାଚନ ହେବା ନେଇ ଗୋଷଣା କରିଥିଲେ ନିର୍ବାଚନ କମିସନ । ମେ ୧୩ ତାରିଖରେ ଇଦ୍ ପଡୁଥିବାରୁ ନିର୍ଦ୍ଧାରିତ ତାରିଖକୁ ଘୁଞ୍ଚାଯାଇଥିବା କହିଥିଲେ କମିସନ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp