ବିଧାୟକ ପଦ ରଦ୍ଦ ହେବା ଆଶଙ୍କାରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ମହମ୍ମଦ ମୋକିମ

The Sakala Picture
Published On

କଟକ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଟକ ବାରବାଟୀ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ । ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ରହିତାଦେଶ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି ମୋକିମ୍ । ଓଡ଼ିଶା ରୁରାଲ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ ORHDC ଋଣ ଦୁର୍ନୀତି ମାମଲାରେ ୩ ବର୍ଷର ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଭିଜିଲାନ୍ସ କୋର୍ଟ । ହାଇକୋର୍ଟରେ ମୋକିମଙ୍କ ପାଇଁ ମାମଲା ଲଢ଼ିବେ ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ । ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ […]

କଟକ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଟକ ବାରବାଟୀ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ । ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ରହିତାଦେଶ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି ମୋକିମ୍ । ଓଡ଼ିଶା ରୁରାଲ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ ORHDC ଋଣ ଦୁର୍ନୀତି ମାମଲାରେ ୩ ବର୍ଷର ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଭିଜିଲାନ୍ସ କୋର୍ଟ । ହାଇକୋର୍ଟରେ ମୋକିମଙ୍କ ପାଇଁ ମାମଲା ଲଢ଼ିବେ ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ।

ଆହୁରି ପଢ଼ନ୍ତୁ: ଆଜିଠୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ, ଅପେକ୍ଷାରେ ନନ୍ଦା ଓ ଭଦ୍ରା

ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ମୋକିମଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଥିବାରୁ ମହମ୍ମଦ ମୋକିମ୍‌ଙ୍କ ବିଧାୟକ ପଦ ରଦ୍ଦ ହେବାର ଆଶଙ୍କା ରହିଛି। ତେଣୁ ହାଇକୋର୍ଟରୁ ରହିତାଦେଶ ମିଳିଲେ ସଦସ୍ୟ ପଦ ବଜାୟ ରଖିପାରିବେ ବୋଲି ସୂଚନା ମିଳିଛି। ସୁପ୍ରିମକୋର୍ଟଙ୍କ ରାୟ ଆଧାରରେ ୩ ବର୍ଷରୁ ଅଧିକ ଜେଲ ଦଣ୍ଡରେ ଦଣ୍ଡିତ ହୋଇଥିବାରୁ ବିଧାୟକଙ୍କ ପଦ ରଦ୍ଦ ହୋଇଯାଇଥିବା କୁହାଯାଉଛି । କିନ୍ତୁ ହାଇକୋର୍ଟରେ ମାମଲାର ଶୁଣାଣି ପରେ ଆଗକୁ ଏହି ଘଟଣା ସମ୍ପର୍କିତ ସ୍ଥିତି ସ୍ପଷ୍ଟ ହୋଇଯିବ ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟ୍ ତାଲିକାରୁ କଟିଛି ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାଁ, ତୃଣମୂଳ ସ୍ତରରେ ଯାଞ୍ଚ ହୋଇନଥିବା ଅଭିଯୋଗ

02 Oct 2022 By The Sakala

ବିଧାୟକ ପଦ ରଦ୍ଦ ହେବା ଆଶଙ୍କାରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ମହମ୍ମଦ ମୋକିମ

କଟକ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଟକ ବାରବାଟୀ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ । ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ରହିତାଦେଶ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି ମୋକିମ୍ । ଓଡ଼ିଶା ରୁରାଲ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ ORHDC ଋଣ ଦୁର୍ନୀତି ମାମଲାରେ ୩ ବର୍ଷର ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଭିଜିଲାନ୍ସ କୋର୍ଟ । ହାଇକୋର୍ଟରେ ମୋକିମଙ୍କ ପାଇଁ ମାମଲା ଲଢ଼ିବେ ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ।

ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ମୋକିମଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଥିବାରୁ ମହମ୍ମଦ ମୋକିମ୍‌ଙ୍କ ବିଧାୟକ ପଦ ରଦ୍ଦ ହେବାର ଆଶଙ୍କା ରହିଛି। ତେଣୁ ହାଇକୋର୍ଟରୁ ରହିତାଦେଶ ମିଳିଲେ ସଦସ୍ୟ ପଦ ବଜାୟ ରଖିପାରିବେ ବୋଲି ସୂଚନା ମିଳିଛି। ସୁପ୍ରିମକୋର୍ଟଙ୍କ ରାୟ ଆଧାରରେ ୩ ବର୍ଷରୁ ଅଧିକ ଜେଲ ଦଣ୍ଡରେ ଦଣ୍ଡିତ ହୋଇଥିବାରୁ ବିଧାୟକଙ୍କ ପଦ ରଦ୍ଦ ହୋଇଯାଇଥିବା କୁହାଯାଉଛି । କିନ୍ତୁ ହାଇକୋର୍ଟରେ ମାମଲାର ଶୁଣାଣି ପରେ ଆଗକୁ ଏହି ଘଟଣା ସମ୍ପର୍କିତ ସ୍ଥିତି ସ୍ପଷ୍ଟ ହୋଇଯିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର