ଓଡ଼ିଶା ପାଇଁ ଆସିଲା କଂଗ୍ରେସର ୫୯ ଜଣିଆ ପ୍ରଚାର କମିଟି ତାଲିକା : ଭକ୍ତ ଦାସ ଅଧ୍ୟକ୍ଷ, ନବଜ୍ୟୋତି ପଟ୍ଟନାୟକ ଉପାଧ୍ୟକ୍ଷ

The Sakala Picture
Published On

ଭୁବନେଶ୍ବର : ଆଗାମୀ ସାଧାରଣ ନିର୍ବାଚନ ପାଇଁ ଆଜି ଆସିଛି ରାଜ୍ୟ କଂଗ୍ରେସର ୫୯ ଜଣିଆ ପ୍ରଚାର କମିଟି ତାଲିକା। ଭକ୍ତଚରଣ ଦାସଙ୍କ ଅଧ୍ୟକ୍ଷତାରେ ଏହି କମିଟି କାମ କରିବ। ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳଙ୍କ ଦ୍ୱାରା ଆଜି ପ୍ରକାଶିତ ପ୍ରେସ୍ ରିଲିଜ୍ ଅନୁସାରେ, ପ୍ରଦେଶ କଂଗ୍ରେସର ଓଡ଼ିଶା ପାଇଁ ପ୍ରଚାର କମିଟିର ଅଧ୍ୟକ୍ଷ ଭାବେ ଭକ୍ତ ଦାସ, ଉପାଧ୍ୟକ୍ଷ-ନବଜ୍ୟୋତି ପଟ୍ଟନାୟକ ଓ ଆବାହକ ଭାବେ ସୁଧାଂଶୁ ଶେଖର ଦେଓଙ୍କୁ ନିଯୁକ୍ତି ମିଳିଛି ।   କମିଟିର […]

ଭୁବନେଶ୍ବର : ଆଗାମୀ ସାଧାରଣ ନିର୍ବାଚନ ପାଇଁ ଆଜି ଆସିଛି ରାଜ୍ୟ କଂଗ୍ରେସର ୫୯ ଜଣିଆ ପ୍ରଚାର କମିଟି ତାଲିକା। ଭକ୍ତଚରଣ ଦାସଙ୍କ ଅଧ୍ୟକ୍ଷତାରେ ଏହି କମିଟି କାମ କରିବ। ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳଙ୍କ ଦ୍ୱାରା ଆଜି ପ୍ରକାଶିତ ପ୍ରେସ୍ ରିଲିଜ୍ ଅନୁସାରେ, ପ୍ରଦେଶ କଂଗ୍ରେସର ଓଡ଼ିଶା ପାଇଁ ପ୍ରଚାର କମିଟିର ଅଧ୍ୟକ୍ଷ ଭାବେ ଭକ୍ତ ଦାସ, ଉପାଧ୍ୟକ୍ଷ-ନବଜ୍ୟୋତି ପଟ୍ଟନାୟକ ଓ ଆବାହକ ଭାବେ ସୁଧାଂଶୁ ଶେଖର ଦେଓଙ୍କୁ ନିଯୁକ୍ତି ମିଳିଛି ।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ପୂର୍ବରୁ ପୁରୀରେ ସମ୍ପନ୍ନ ହେଲା ତିନି ରଥର ଦକ୍ଷିଣ ମୋଡ଼ ନୀତି

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୫ ପ୍ରତିଶତ ବୃଦ୍ଧି ହେଲା ମହଙ୍ଗା ଭତ୍ତା

ଆହୁରି ପଢ଼ନ୍ତୁ: ବାହୁଡ଼ାଯାତ୍ରାରେ ଜଣେ ଭକ୍ତଙ୍କ ମୃତ୍ୟୁ: ରାଜ୍ୟ ସରକାରଙ୍କୁ କଡ଼ା ଭର୍ତ୍ସନା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

କମିଟିର ଅନ୍ୟ ସଦସ୍ୟ ଭାବେ ପିସିସି ସଭାପତି ଶରତ ପଟ୍ଟନାୟକ, ବରିଷ୍ଠ ନେତା ନରସିଂହ ମିଶ୍ର, ନିରଞ୍ଜନ ପଟ୍ଟନାୟକ, କାହ୍ନୁଚରଣ ଲେଙ୍କା, କେପି ସିଂହଦେଓ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ରାମଚନ୍ଦ୍ର ଖୁଂଟିଆ, ସୁଶୀଳା ତିରିଆ, ପଂଚାନନ କାନୁନଗୋ, ବିଜୟଲକ୍ଷ୍ମୀ ସାହୁ, ଦେବାଶୀଷ ପଟ୍ଟନାୟକ, ପଦ୍ମାକର ଗୁରୁ, କୃଷ୍ଣଚନଦ୍ର ଶଗରିଆ, ଶରତ ରାଉତ, ହମିଦ୍ ହୁସେନ, ଜଗନ୍ନାଥ ପଟ୍ଟନାୟକ, ସପ୍ତଗିରି ଉଲାକା, ହଳଧର କାର୍ଜି ପ୍ରମୁଖ ରହିଛନ୍ତି। କଂଗ୍ରେସ ଛାଡ଼ି ପୁଣିଥରେ ଦଳକୁ ଫେରିଥିବା ବରିଷ୍ଠ ନେତା ଗିରିଧର ଗମାଙ୍ଗ ଓ ଶ୍ରୀକାନ୍ତ ଜେନାଙ୍କୁ ମଧ୍ୟ ପ୍ରଚାର କମିଟି ସଦସ୍ୟ ଭାବେ ସାମିଲ କରାଯାଇଛି।

ସେହିପରି ଏହି ତାଲିକାରେ ସାଦନ ନାଏକ, ମନୋରଂଜନ ତ୍ରିପାଠୀ, ପଦ୍ମକର ଗୁରୁ, କୃଷ୍ଣଚନ୍ଦ୍ର ସାଗରିଆ, ଜାକବ ପ୍ରଧାନ, ଲିପିକା ମାଝୀ, କୃଷ୍ଣଚନ୍ଦ୍ର ସାହୁ, ବନ୍ଦିତା ପରିଡ଼ା, ମନୋଜ ବିଶ୍ବାଳ, ବିଦୁ ଭୂଷଣ ମହାପାତ୍ର, ପଞ୍ଚାନନ ଦାଶ, ବିସ୍ମୟ ମହାପାତ୍ର, ରଂଜିତା ରାଉତ, ଅଜିତ ଦାସ, ସନ୍ତୋଷ ମଣ୍ଡେଲା, ଗଣେଶ ସାହୁ, ହେମନ୍ତ ପଣ୍ଡା, ତୁଷାର ରଂଜନ ପାଟଯୋଶୀ, ଅଙ୍କିତ ସିଂହାହୀ, ମାନସ ତ୍ରିପାଠୀ, ବିଷ୍ଣୁ ଚରଣ ବାରିକ, ମହମ୍ମଦ ଆକବର ଖାନ୍‌, ଅଶୋକ କୁମାର ମହାନ୍ତି, ସରୋଜ କୁମାର ପ୍ରଧାନ, ଦେବେନ୍ଦ୍ର କୁମାର ସାହୁ, ଆକାଶ ଭୂୟା, ଗିରିବାଳା ବେହେରା, ସସ୍ମିତା ବେହେରା, ହୃଷୀକେଶ ସାହୁ, ଗୀତାଞ୍ଚଳି ମହାନ୍ତ, ଶଶୀକାନ୍ତ ଲେଙ୍କା, ସୁଦାମ ବାରିକ, ସତ୍ୟ ନାଏକ ଓ ଫକୀର ଜଗତଙ୍କୁ ତାଲିକାରେ ସାମିଲ କରାଯାଇଛି।

10 Apr 2024 By The Sakala

ଓଡ଼ିଶା ପାଇଁ ଆସିଲା କଂଗ୍ରେସର ୫୯ ଜଣିଆ ପ୍ରଚାର କମିଟି ତାଲିକା : ଭକ୍ତ ଦାସ ଅଧ୍ୟକ୍ଷ, ନବଜ୍ୟୋତି ପଟ୍ଟନାୟକ ଉପାଧ୍ୟକ୍ଷ

ଭୁବନେଶ୍ବର : ଆଗାମୀ ସାଧାରଣ ନିର୍ବାଚନ ପାଇଁ ଆଜି ଆସିଛି ରାଜ୍ୟ କଂଗ୍ରେସର ୫୯ ଜଣିଆ ପ୍ରଚାର କମିଟି ତାଲିକା। ଭକ୍ତଚରଣ ଦାସଙ୍କ ଅଧ୍ୟକ୍ଷତାରେ ଏହି କମିଟି କାମ କରିବ। ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳଙ୍କ ଦ୍ୱାରା ଆଜି ପ୍ରକାଶିତ ପ୍ରେସ୍ ରିଲିଜ୍ ଅନୁସାରେ, ପ୍ରଦେଶ କଂଗ୍ରେସର ଓଡ଼ିଶା ପାଇଁ ପ୍ରଚାର କମିଟିର ଅଧ୍ୟକ୍ଷ ଭାବେ ଭକ୍ତ ଦାସ, ଉପାଧ୍ୟକ୍ଷ-ନବଜ୍ୟୋତି ପଟ୍ଟନାୟକ ଓ ଆବାହକ ଭାବେ ସୁଧାଂଶୁ ଶେଖର ଦେଓଙ୍କୁ ନିଯୁକ୍ତି ମିଳିଛି ।

କମିଟିର ଅନ୍ୟ ସଦସ୍ୟ ଭାବେ ପିସିସି ସଭାପତି ଶରତ ପଟ୍ଟନାୟକ, ବରିଷ୍ଠ ନେତା ନରସିଂହ ମିଶ୍ର, ନିରଞ୍ଜନ ପଟ୍ଟନାୟକ, କାହ୍ନୁଚରଣ ଲେଙ୍କା, କେପି ସିଂହଦେଓ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ରାମଚନ୍ଦ୍ର ଖୁଂଟିଆ, ସୁଶୀଳା ତିରିଆ, ପଂଚାନନ କାନୁନଗୋ, ବିଜୟଲକ୍ଷ୍ମୀ ସାହୁ, ଦେବାଶୀଷ ପଟ୍ଟନାୟକ, ପଦ୍ମାକର ଗୁରୁ, କୃଷ୍ଣଚନଦ୍ର ଶଗରିଆ, ଶରତ ରାଉତ, ହମିଦ୍ ହୁସେନ, ଜଗନ୍ନାଥ ପଟ୍ଟନାୟକ, ସପ୍ତଗିରି ଉଲାକା, ହଳଧର କାର୍ଜି ପ୍ରମୁଖ ରହିଛନ୍ତି। କଂଗ୍ରେସ ଛାଡ଼ି ପୁଣିଥରେ ଦଳକୁ ଫେରିଥିବା ବରିଷ୍ଠ ନେତା ଗିରିଧର ଗମାଙ୍ଗ ଓ ଶ୍ରୀକାନ୍ତ ଜେନାଙ୍କୁ ମଧ୍ୟ ପ୍ରଚାର କମିଟି ସଦସ୍ୟ ଭାବେ ସାମିଲ କରାଯାଇଛି।

ସେହିପରି ଏହି ତାଲିକାରେ ସାଦନ ନାଏକ, ମନୋରଂଜନ ତ୍ରିପାଠୀ, ପଦ୍ମକର ଗୁରୁ, କୃଷ୍ଣଚନ୍ଦ୍ର ସାଗରିଆ, ଜାକବ ପ୍ରଧାନ, ଲିପିକା ମାଝୀ, କୃଷ୍ଣଚନ୍ଦ୍ର ସାହୁ, ବନ୍ଦିତା ପରିଡ଼ା, ମନୋଜ ବିଶ୍ବାଳ, ବିଦୁ ଭୂଷଣ ମହାପାତ୍ର, ପଞ୍ଚାନନ ଦାଶ, ବିସ୍ମୟ ମହାପାତ୍ର, ରଂଜିତା ରାଉତ, ଅଜିତ ଦାସ, ସନ୍ତୋଷ ମଣ୍ଡେଲା, ଗଣେଶ ସାହୁ, ହେମନ୍ତ ପଣ୍ଡା, ତୁଷାର ରଂଜନ ପାଟଯୋଶୀ, ଅଙ୍କିତ ସିଂହାହୀ, ମାନସ ତ୍ରିପାଠୀ, ବିଷ୍ଣୁ ଚରଣ ବାରିକ, ମହମ୍ମଦ ଆକବର ଖାନ୍‌, ଅଶୋକ କୁମାର ମହାନ୍ତି, ସରୋଜ କୁମାର ପ୍ରଧାନ, ଦେବେନ୍ଦ୍ର କୁମାର ସାହୁ, ଆକାଶ ଭୂୟା, ଗିରିବାଳା ବେହେରା, ସସ୍ମିତା ବେହେରା, ହୃଷୀକେଶ ସାହୁ, ଗୀତାଞ୍ଚଳି ମହାନ୍ତ, ଶଶୀକାନ୍ତ ଲେଙ୍କା, ସୁଦାମ ବାରିକ, ସତ୍ୟ ନାଏକ ଓ ଫକୀର ଜଗତଙ୍କୁ ତାଲିକାରେ ସାମିଲ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର