ରାଜ୍ୟସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦେବ: ରାମଚନ୍ଦ୍ର କାଡାମ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦେବ । ରାଜ୍ୟସଭା ନିର୍ବାଚନ ତାରିଖ ଘୋଷଣା ପରେ ରାମଚନ୍ଦ୍ର କାଡ଼ାମ ଏନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି କି, ହାଇକମାଣ୍ଡ ଯାହାକୁ ରାଜ୍ୟସଭା ପ୍ରାର୍ଥୀ କରିବେ ଦଳର ୧୪ଜଣ ବିଧାୟକ ତାଙ୍କୁ ଭୋଟ ଦେବେ । ଦଳ ଭିତରୁ ଜଣଙ୍କୁ ପ୍ରାର୍ଥୀ କରିବୁ, ଏକ୍ ହୋଇ ଜିତାଇବାକୁ ଚେଷ୍ଟା କରିବୁ । ପିସିସି ଓ ଏଆଇସିସି ଏନେଇ ଆଲୋଚନା ଜାରି ରଖିଛନ୍ତି । ପିସିସି ସଭାପତି ମଧ୍ୟ ସମର୍ଥନ ପାଇଁ ଅନ୍ୟଦଳ ସହ ଆଲୋଚନା କରୁଛନ୍ତି । 

ଆହୁରି ପଢ଼ନ୍ତୁ: ଲିଙ୍ଗରାଜ ମନ୍ଦିରକୁ ପଲିଥିନ୍‌ କିମ୍ବା ପ୍ଲାଷ୍ଟିକ୍‌ରେ ଭୋଗ ନେବା ମନା, ନିର୍ଦ୍ଦେଶାବଳୀ ଜାରି କଲା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp