ଦରଦାମ ବୃଦ୍ଧି ପ୍ରତିବାଦରେ ଆସନ୍ତା ୫ରୁ ରାସ୍ତାକୁ ଓହ୍ଲାଇବ କଂଗ୍ରେସ

The Sakala Picture
Published On

ଭୁବନେଶ୍ୱର: ହୁ ହୁ ହୋଇ ବଢୁଛି ଦରଦାମ୍ । ଏହି ଦରଦାମ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ। ୫ତାରିଖରୁ ସାରା ଓଡ଼ିଶାରେ ଆନ୍ଦୋଳନ କରିବ ଦଳ। ଏହାସହ ରାଜଭବନ ଘେରାଉ କରିବ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ ଚେତାବନୀ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଭୁଲ ନିଷ୍ପତ୍ତି ଯୋଗୁଁ ଦରଦାମ ବୃଦ୍ଧି ଓ ବେକାରୀ ସମସ୍ୟା ବଢିଛି। ଖାଦ୍ୟ ସାମଗ୍ରୀରେ GST ଲଗାଇଥିବାରୁ ସାଧାରଣ ଲୋକେ ହଇରାଣ ହେଉଛନ୍ତି। ଏହାକୁ ବିରୋଧ କରି ଆସନ୍ତା ୫ତାରିଖରୁ […]

ଭୁବନେଶ୍ୱର: ହୁ ହୁ ହୋଇ ବଢୁଛି ଦରଦାମ୍ । ଏହି ଦରଦାମ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ। ୫ତାରିଖରୁ ସାରା ଓଡ଼ିଶାରେ ଆନ୍ଦୋଳନ କରିବ ଦଳ। ଏହାସହ ରାଜଭବନ ଘେରାଉ କରିବ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ ଚେତାବନୀ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଭୁଲ ନିଷ୍ପତ୍ତି ଯୋଗୁଁ ଦରଦାମ ବୃଦ୍ଧି ଓ ବେକାରୀ ସମସ୍ୟା ବଢିଛି। ଖାଦ୍ୟ ସାମଗ୍ରୀରେ GST ଲଗାଇଥିବାରୁ ସାଧାରଣ ଲୋକେ ହଇରାଣ ହେଉଛନ୍ତି। ଏହାକୁ ବିରୋଧ କରି ଆସନ୍ତା ୫ତାରିଖରୁ ସାର ଓଡ଼ିଶାରେ କଂଗ୍ରେସ ଆନ୍ଦୋଳନ କରିବ ବୋଲି ପିସିସି ସଭାପତି କହିଛନ୍ତି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ

ସେପଟେ ଦରବୃଦ୍ଧି ନେଇ କେନ୍ଦ୍ର ଉପରେ ବର୍ଷିଛି ବିଜେଡି। ଦରବୃଦ୍ଧି ଜାତୀୟ ସମସ୍ୟା । ଇନ୍ଧନ ରେଟ୍ ବଢୁଥିବାରୁ ପରିବହନ ରେଟ୍ ବଢୁଛି । ଥରେ ବଢ଼ିଲେ ଆଉ ଖସୁନି । ଚାହିଦା ଓ ଯୋଗାଣ ଭିତରେ ଅଧିକ ପ୍ରଭେଦ ରହୁଛି । କୋଭିଡ୍ ପରେ ଖାଦ୍ୟ ସାମଗ୍ରୀର ଚାହିଦା ବଢୁଛି । ଏହାକୁ ନିୟନ୍ତ୍ରଣ କରିବାରେ କେନ୍ଦ୍ର ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ଵ ରହିଛି । ତେବେ ରାଜ୍ୟ ଯୋଗାଣ ବିଭାଗ ହୋର୍ଡିଂ ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛି । ଜିଲ୍ଲପାଳମାନଙ୍କୁ କାର୍ୟ୍ୟାନୁଷ୍ଠାନ ପାଇଁ କୁହାଯାଇଛି । ଦର ଅହେତୁକ ବୃଦ୍ଧି ହେଲେ ପଦକ୍ଷେପ ନିଆଯିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: କାଠଯୋଡ଼ି ନଦୀରୁ ମେଡିକାଲ ଛାତ୍ରୀ ମୃତଦେହ ଉଦ୍ଧାର ଘଟଣା: ବାରଙ୍ଗ ଥାନାରେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କ ବିରୋଧରେ ଅଭିଯୋଗ

03 Aug 2022 By The Sakala

ଦରଦାମ ବୃଦ୍ଧି ପ୍ରତିବାଦରେ ଆସନ୍ତା ୫ରୁ ରାସ୍ତାକୁ ଓହ୍ଲାଇବ କଂଗ୍ରେସ

ଭୁବନେଶ୍ୱର: ହୁ ହୁ ହୋଇ ବଢୁଛି ଦରଦାମ୍ । ଏହି ଦରଦାମ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ। ୫ତାରିଖରୁ ସାରା ଓଡ଼ିଶାରେ ଆନ୍ଦୋଳନ କରିବ ଦଳ। ଏହାସହ ରାଜଭବନ ଘେରାଉ କରିବ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ ଚେତାବନୀ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଭୁଲ ନିଷ୍ପତ୍ତି ଯୋଗୁଁ ଦରଦାମ ବୃଦ୍ଧି ଓ ବେକାରୀ ସମସ୍ୟା ବଢିଛି। ଖାଦ୍ୟ ସାମଗ୍ରୀରେ GST ଲଗାଇଥିବାରୁ ସାଧାରଣ ଲୋକେ ହଇରାଣ ହେଉଛନ୍ତି। ଏହାକୁ ବିରୋଧ କରି ଆସନ୍ତା ୫ତାରିଖରୁ ସାର ଓଡ଼ିଶାରେ କଂଗ୍ରେସ ଆନ୍ଦୋଳନ କରିବ ବୋଲି ପିସିସି ସଭାପତି କହିଛନ୍ତି।

ସେପଟେ ଦରବୃଦ୍ଧି ନେଇ କେନ୍ଦ୍ର ଉପରେ ବର୍ଷିଛି ବିଜେଡି। ଦରବୃଦ୍ଧି ଜାତୀୟ ସମସ୍ୟା । ଇନ୍ଧନ ରେଟ୍ ବଢୁଥିବାରୁ ପରିବହନ ରେଟ୍ ବଢୁଛି । ଥରେ ବଢ଼ିଲେ ଆଉ ଖସୁନି । ଚାହିଦା ଓ ଯୋଗାଣ ଭିତରେ ଅଧିକ ପ୍ରଭେଦ ରହୁଛି । କୋଭିଡ୍ ପରେ ଖାଦ୍ୟ ସାମଗ୍ରୀର ଚାହିଦା ବଢୁଛି । ଏହାକୁ ନିୟନ୍ତ୍ରଣ କରିବାରେ କେନ୍ଦ୍ର ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ଵ ରହିଛି । ତେବେ ରାଜ୍ୟ ଯୋଗାଣ ବିଭାଗ ହୋର୍ଡିଂ ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛି । ଜିଲ୍ଲପାଳମାନଙ୍କୁ କାର୍ୟ୍ୟାନୁଷ୍ଠାନ ପାଇଁ କୁହାଯାଇଛି । ଦର ଅହେତୁକ ବୃଦ୍ଧି ହେଲେ ପଦକ୍ଷେପ ନିଆଯିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର