ଭାରସାମ୍ୟ ହରାଇ ପୋଖରୀକୁ ଓଲଟିଲା କଣ୍ଟେନର, ଚାଳକ ଓ ହେଲ୍ପର ଗୁରୁତ୍ୱର ଆହତ

The Sakala Picture
Published On

ଭଦ୍ରକ : ଭଦ୍ରକ-ଚାନ୍ଦବାଲି ମୁଖ୍ୟରାସ୍ତା ଚାନ୍ଦବାଲି କଲେଜ ଛକ ନିକଟରେ ଏକ କଣ୍ଟେନର ଭାରସ୍ୟମ ହରାଇ ମୁଖ୍ୟ ରାସ୍ତା ନିକଟରେ ଥିବା ଏକ ପୋଖରୀ ମଧ୍ୟ୍ୟକୁ ଓଲଟି ପଡିଛି l ସକାଳ ପ୍ରାୟ ସାଢ଼େ ୪ଟା ବେଳେ ଚାଳକଙ୍କ ଆଖି ଲାଗିଯାଇ ଥିବାରୁ ଚାଳକ ଭାରସ୍ୟମ ହରାଇ ଥିଲେ, ଏଥିନେଇ ଗାଡିଟି ପୋଖରୀ ଭିତରକୁ ଓଲଟି ପଡିଥିଲା l ସ୍ଥାନୀୟ ବାସୀ ପୋଲିସକୁ ଖବର ଦେବା ସହ ଚାଳକ ଓ ହେଲ୍ପରଙ୍କୁ ଉଦ୍ଧାର କରି ଭଦ୍ରକ ଜିଲା […]

ଭଦ୍ରକ : ଭଦ୍ରକ-ଚାନ୍ଦବାଲି ମୁଖ୍ୟରାସ୍ତା ଚାନ୍ଦବାଲି କଲେଜ ଛକ ନିକଟରେ ଏକ କଣ୍ଟେନର ଭାରସ୍ୟମ ହରାଇ ମୁଖ୍ୟ ରାସ୍ତା ନିକଟରେ ଥିବା ଏକ ପୋଖରୀ ମଧ୍ୟ୍ୟକୁ ଓଲଟି ପଡିଛି l ସକାଳ ପ୍ରାୟ ସାଢ଼େ ୪ଟା ବେଳେ ଚାଳକଙ୍କ ଆଖି ଲାଗିଯାଇ ଥିବାରୁ ଚାଳକ ଭାରସ୍ୟମ ହରାଇ ଥିଲେ, ଏଥିନେଇ ଗାଡିଟି ପୋଖରୀ ଭିତରକୁ ଓଲଟି ପଡିଥିଲା l ସ୍ଥାନୀୟ ବାସୀ ପୋଲିସକୁ ଖବର ଦେବା ସହ ଚାଳକ ଓ ହେଲ୍ପରଙ୍କୁ ଉଦ୍ଧାର କରି ଭଦ୍ରକ ଜିଲା ହସ୍ପିଟାଲକୁ ସ୍ଥାନାନ୍ତର କରିଛନ୍ତି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହି କଣ୍ଟେନର ଟି ଚାନ୍ଦବାଲି ରୁ ପାରାଦୀପକୁ ଯାଉଥିବା ଜଣାଯାଇଛି ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର