ପୁଣି ଡରାଇଲାଣି କରୋନା: ରାଜ୍ଯରୁ ଚିହ୍ନଟ ହେଲେ ଆଉ ୧୪୧ ନୂଆ ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ବର: ପୁଣି ଡରାଇବା ଆରମ୍ଭ କଲାଣି କରୋନା । ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି । ଦୈନିକ ସଂକ୍ରମଣଙ୍କ ସଂଖ୍ୟା ୧୦୦ ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।  ଏଥିସହ ରାଜ୍ୟରେ କରୋନା ସକ୍ରିୟ ମାମଲା ୭୩୧ କୁ ବୃଦ୍ଧି ପାଇଛି। ସେହିପରି ଦେଶରେ ଆଜି ୫ ହଜାର ୬୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଦଶରେ ମୋଟ କରୋନା ସକ୍ରିୟ […]

ଭୁବନେଶ୍ବର: ପୁଣି ଡରାଇବା ଆରମ୍ଭ କଲାଣି କରୋନା । ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି । ଦୈନିକ ସଂକ୍ରମଣଙ୍କ ସଂଖ୍ୟା ୧୦୦ ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।  ଏଥିସହ ରାଜ୍ୟରେ କରୋନା ସକ୍ରିୟ ମାମଲା ୭୩୧ କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ସେହିପରି ଦେଶରେ ଆଜି ୫ ହଜାର ୬୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଦଶରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ଯା ୩୭, ୦୯୩ କୁ ବୃଦ୍ଧି ହୋଇଛି।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା: ଅକ୍ଟୋବର ୨୪ ସୁଦ୍ଧା ଉପକୂଳକୁ ଫେରିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର