ପୁଣି ଡରାଇଲାଣି କରୋନା: ରାଜ୍ଯରୁ ଚିହ୍ନଟ ହେଲେ ଆଉ ୧୪୧ ନୂଆ ଆକ୍ରାନ୍ତ

ଭୁବନେଶ୍ବର: ପୁଣି ଡରାଇବା ଆରମ୍ଭ କଲାଣି କରୋନା । ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି । ଦୈନିକ ସଂକ୍ରମଣଙ୍କ ସଂଖ୍ୟା ୧୦୦ ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।  ଏଥିସହ ରାଜ୍ୟରେ କରୋନା ସକ୍ରିୟ ମାମଲା ୭୩୧ କୁ ବୃଦ୍ଧି ପାଇଛି। ସେହିପରି ଦେଶରେ ଆଜି ୫ ହଜାର ୬୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଦଶରେ ମୋଟ କରୋନା ସକ୍ରିୟ […]

ଭୁବନେଶ୍ବର: ପୁଣି ଡରାଇବା ଆରମ୍ଭ କଲାଣି କରୋନା । ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି । ଦୈନିକ ସଂକ୍ରମଣଙ୍କ ସଂଖ୍ୟା ୧୦୦ ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।  ଏଥିସହ ରାଜ୍ୟରେ କରୋନା ସକ୍ରିୟ ମାମଲା ୭୩୧ କୁ ବୃଦ୍ଧି ପାଇଛି।

ସେହିପରି ଦେଶରେ ଆଜି ୫ ହଜାର ୬୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଦଶରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ଯା ୩୭, ୦୯୩ କୁ ବୃଦ୍ଧି ହୋଇଛି।

About The Author: The Sakala