ରାଜ୍ୟରେ କରୋନା ନେଲା ଆଉ ୧୦ ଜୀବନ, ମୃତ୍ୟୁ ସଂଖ୍ୟା ୨ହଜାର ପାର୍

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୭କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ  ୪ଜଣଙ୍କର ମୃତ୍ଯୁ ଘଟିଛି। ସେହିପରି ସୁନ୍ଦରଗଡ଼ରୁ ୩ ଜଣ, ରାୟଗଡ଼ାରୁ ୨ଜଣ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୭କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ  ୪ଜଣଙ୍କର ମୃତ୍ଯୁ ଘଟିଛି। ସେହିପରି ସୁନ୍ଦରଗଡ଼ରୁ ୩ ଜଣ, ରାୟଗଡ଼ାରୁ ୨ଜଣ ଆକ୍ରାନ୍ତଙ୍କ ମୃତ୍ଯୁ ଘଟିଛି। ବୌଦ୍ଧ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା ।

About The Author: The Sakala