ରାଜ୍ଯରେ କରୋନା ନେଲା ଆଉ ୫୯ ଜଣଙ୍କ ଜୀବନ

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୫୯ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪୩୫୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । Details of cases confirmed as death due to Covid-19, after […]

ରାଜ୍ୟରେ କରୋନା ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୫୯ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪୩୫୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜି ମହାପ୍ରଭୁଙ୍କ ଶେଷ ଆଡ଼ପ ଦର୍ଶନ, ସନ୍ଧ୍ୟା ୬ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

07 Jul 2021 By The Sakala

ରାଜ୍ଯରେ କରୋନା ନେଲା ଆଉ ୫୯ ଜଣଙ୍କ ଜୀବନ

ରାଜ୍ୟରେ କରୋନା ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୫୯ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪୩୫୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର