ରାଜ୍ୟରେ କରୋନା ନେଲା ଆଉ ୩୩ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ। କରୋନା ଗତ ୨୪ ଘଣ୍ଟାରେ ଆଉ ୩୩ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା।  ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଖୋର୍ଦ୍ଧା, କେନ୍ଦୁଝର, କନ୍ଧମାଳ, ଗଜପତି, ଦେବଗଡ଼ ଓ କଟକ ଜିଲ୍ଲାରୁ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ। କରୋନା ଗତ ୨୪ ଘଣ୍ଟାରେ ଆଉ ୩୩ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା।  ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଖୋର୍ଦ୍ଧା, କେନ୍ଦୁଝର, କନ୍ଧମାଳ, ଗଜପତି, ଦେବଗଡ଼ ଓ କଟକ ଜିଲ୍ଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ଗଞ୍ଜାମ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୭୧୯କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଖରା ଛୁଟିରେ ପିଲାଙ୍କୁ ସମର ଲର୍ଣ୍ଣିଂ ବ୍ୟବସ୍ଥା, ବାପା-ମା'ଙ୍କ ହ୍ୱାଟ୍ସଆପ୍‌ରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆସାଇନ୍‌ମେଣ୍ଟ: ଓସେପା

30 May 2021 By The Sakala

ରାଜ୍ୟରେ କରୋନା ନେଲା ଆଉ ୩୩ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ। କରୋନା ଗତ ୨୪ ଘଣ୍ଟାରେ ଆଉ ୩୩ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା।  ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଖୋର୍ଦ୍ଧା, କେନ୍ଦୁଝର, କନ୍ଧମାଳ, ଗଜପତି, ଦେବଗଡ଼ ଓ କଟକ ଜିଲ୍ଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ଗଞ୍ଜାମ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୭୧୯କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର