ରାଜ୍ଯରେ କରୋନା ନେଲା ଆଉ ୮ ଜୀବନ, ମୃତ୍ୟୁ ସଂଖ୍ୟା ୧୯୮୧କୁ ବୃଦ୍ଧି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୮ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ବାଲେଶ୍ବର, ବରଗଡ଼, ଭଦ୍ରକ, ବଲାଙ୍ଗୀର, କଟକ ଓ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୮ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ବାଲେଶ୍ବର, ବରଗଡ଼, ଭଦ୍ରକ, ବଲାଙ୍ଗୀର, କଟକ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ଯୁ ଘଟିଛି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା CBSE ଦଶମ ବୋର୍ଡ ରେଜଲ୍ଟ, results.cbse.nic.inରେ ରେଜଲ୍ଟ ଉପଲବ୍ଧ

24 Apr 2021 By The Sakala

ରାଜ୍ଯରେ କରୋନା ନେଲା ଆଉ ୮ ଜୀବନ, ମୃତ୍ୟୁ ସଂଖ୍ୟା ୧୯୮୧କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୮ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ବାଲେଶ୍ବର, ବରଗଡ଼, ଭଦ୍ରକ, ବଲାଙ୍ଗୀର, କଟକ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ଯୁ ଘଟିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର