ରାଜ୍ଯରେ କରୋନା ନେଲା ଆଉ ୭ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୭ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ଗଞ୍ଜାମ, କଳାହାଣ୍ଡି,  ଖୋର୍ଦ୍ଧା, ପୁରୀ ଓ  ସୁନ୍ଦରଗଡ଼ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୭ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ଗଞ୍ଜାମ, କଳାହାଣ୍ଡି,  ଖୋର୍ଦ୍ଧା, ପୁରୀ ଓ  ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ, କଳା ଓ ସଂସ୍କୃତିର ବଡ଼ ଗବେଷକ ଥିଲେ

25 Apr 2021 By The Sakala

ରାଜ୍ଯରେ କରୋନା ନେଲା ଆଉ ୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୭ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ଗଞ୍ଜାମ, କଳାହାଣ୍ଡି,  ଖୋର୍ଦ୍ଧା, ପୁରୀ ଓ  ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର