ମନୋରଞ୍ଜନ
ଓଡ଼ିଶା
ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ
ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୫ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୭୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଓ ଖୋର୍ଦ୍ଧାରୁ ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । Regret […]
ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୫ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୭୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଓ ଖୋର୍ଦ୍ଧାରୁ ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
Regret to inform the demise of five numbers of Covid positive patients while under treatment in hospitals.
ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଓଡ଼ିଶା ସରକାରଙ୍କ ପ୍ରସ୍ତୁତି: ୬ଟି ଦକ୍ଷିଣ ଜିଲ୍ଲାରେ ରେସକ୍ୟୁ ଟିମ୍ ମୁତୟନ1.A 72 years old male of Bhubaneswar who was also suffering from Chronic Obstructive Pulmonary Disease.
ଆହୁରି ପଢ଼ନ୍ତୁ: ଭୟଙ୍କର ରୂପ ନେଉଛି ବାତ୍ୟା 'ଅର୍ଣ୍ଣବ': ଓଡ଼ିଶାରେ ହାଇ ଆଲର୍ଟ ଜାରି, ମୁକାବିଲା ପାଇଁ ବ୍ୟାପକ ପ୍ରସ୍ତୁତି— H & FW Dept Odisha (@HFWOdisha) May 3, 2021
5.A 54 years old female of Sundargarh district.
— H & FW Dept Odisha (@HFWOdisha) May 3, 2021






