ବଢୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟରେ କରୋନା ନେଲା ଆଉ ୧୯ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ୧୧ଟି ଜିଲ୍ଲାରୁ ଆଉ ୧୯ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି କରୋନା ପୁରୀ ଓ ଗଞ୍ଜାମ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ୧୧ଟି ଜିଲ୍ଲାରୁ ଆଉ ୧୯ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି କରୋନା ପୁରୀ ଓ ଗଞ୍ଜାମ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି। ଗଜପତି, ଅନୁଗୁଳ, ଝାରସୁଗୁଡ଼ା, ଦେବଗଡ଼, ବଲାଙ୍ଗିର, କଟକ, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୧୪୦କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ଆଜି ଦେବଦମ୍ପତ୍ତିଙ୍କ ବାହାଘର, ଉତ୍ସବମୁଖର ସାରା ଭୁବନେଶ୍ୱର

07 May 2021 By The Sakala

ବଢୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟରେ କରୋନା ନେଲା ଆଉ ୧୯ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ୧୧ଟି ଜିଲ୍ଲାରୁ ଆଉ ୧୯ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି କରୋନା ପୁରୀ ଓ ଗଞ୍ଜାମ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି। ଗଜପତି, ଅନୁଗୁଳ, ଝାରସୁଗୁଡ଼ା, ଦେବଗଡ଼, ବଲାଙ୍ଗିର, କଟକ, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୧୪୦କୁ ବୃଦ୍ଧି ପାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର