ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ରାଜ୍ୟରେ କରୋନା ନେଲା ଆଉ ୧୯ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ୧୫ଟି ଜିଲ୍ଲାରୁ ଆଉ ୧୯ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି କରୋନା ଅନୁଗୋଳ, ଭଦ୍ରକ, ବଲାଙ୍ଗିର, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଯାଜପୁର, […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ୧୫ଟି ଜିଲ୍ଲାରୁ ଆଉ ୧୯ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି କରୋନା ଅନୁଗୋଳ, ଭଦ୍ରକ, ବଲାଙ୍ଗିର, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, ପୁରୀ, ରାୟଗଡ଼ା ସମ୍ୱଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୧୮୦କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

09 May 2021 By The Sakala

ରାଜ୍ୟରେ କରୋନା ନେଲା ଆଉ ୧୯ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ୧୫ଟି ଜିଲ୍ଲାରୁ ଆଉ ୧୯ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି କରୋନା ଅନୁଗୋଳ, ଭଦ୍ରକ, ବଲାଙ୍ଗିର, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, ପୁରୀ, ରାୟଗଡ଼ା ସମ୍ୱଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୧୮୦କୁ ବୃଦ୍ଧି ପାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର