ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ରାଜ୍ଯରେ ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା

The Sakala Picture
Published On

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ଯ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୪୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତକଙ୍କ […]

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ଯ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୪୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଗୁଣି ଗାରେଡି ସନ୍ଦେହରେ ମା-ଝିଅଙ୍କୁ ଧାରୁଆ ଅସ୍ତ୍ରରେ ହାଣି ନିର୍ମମ ଭାବେ ହତ୍ୟା କଲେ ପଡୋଶୀ

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ ରହିଥିବା ବେଳେ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ , ପୁରୀ ଜିଲ୍ଲାରୁ ୨ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ସେହିପରି ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ।

ଆହୁରି ପଢ଼ନ୍ତୁ: ପତ୍ନୀ ଓ ଶାଳକ ଲଗାଇଦେଇଥିଲେ ନିଆଁ ! ଏମ୍ସରେ କନଷ୍ଟେବଳ ଆଶୁତୋଷ ମୃଦୁଙ୍ଗିଆଙ୍କ ପରଲୋକ, ସିବିଆଇ ତଦନ୍ତ ଦାବି

23 Aug 2021 By The Sakala

ରାଜ୍ଯରେ ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ଯ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୪୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ ରହିଥିବା ବେଳେ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ , ପୁରୀ ଜିଲ୍ଲାରୁ ୨ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ସେହିପରି ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର