ରାଜ୍ୟରେ କରୋନା ନେଲା ଆଉ ୧୮ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ୧୦ଟି ଜିଲ୍ଲାରୁ ଆଉ ୧୮ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୪ ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ଆଉ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ମୃତକଙ୍କ ଭିତରେ ୨ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ୧୦ଟି ଜିଲ୍ଲାରୁ ଆଉ ୧୮ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୪ ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ଆଉ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ମୃତକଙ୍କ ଭିତରେ ୨ ଜଣ ଭୁବନେଶ୍ୱରରୁ ଅଛନ୍ତି । କଳାହାଣ୍ଡି, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଦୁଇ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ।  ବୌଦ୍ଧ, ଦେବଗଡ଼, ଗଜପତି, ମାଲକାନଗିରି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏ କରୋନା ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି।  ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୨୧୫କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ଓଡିଶାକୁ ବାତ୍ୟା ଦ୍ଵନ୍ଦ ଭିତରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ, ଆସୁଛି ବଡ଼ ଲଘୁଚାପ

11 May 2021 By The Sakala

ରାଜ୍ୟରେ କରୋନା ନେଲା ଆଉ ୧୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ୧୦ଟି ଜିଲ୍ଲାରୁ ଆଉ ୧୮ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୪ ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ଆଉ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ମୃତକଙ୍କ ଭିତରେ ୨ ଜଣ ଭୁବନେଶ୍ୱରରୁ ଅଛନ୍ତି । କଳାହାଣ୍ଡି, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଦୁଇ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ।  ବୌଦ୍ଧ, ଦେବଗଡ଼, ଗଜପତି, ମାଲକାନଗିରି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏ କରୋନା ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି।  ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୨୧୫କୁ ବୃଦ୍ଧି ପାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର