ରାଜ୍ଯରେ କରୋନା ନେଲା ଆଉ ୪ ଜୀବନ, ମୋଟ ମୃତ୍ଯୁ ସଂଖ୍ଯା ୧୯୪୮

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୪ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୪୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ଝାରସୁଗଡ଼ା ଓ କେନ୍ଦୁଝରରୁ ଜଣେ ଲେଖାଏଁ ଆକ୍ରନ୍ତ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୪ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୪୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ଝାରସୁଗଡ଼ା ଓ କେନ୍ଦୁଝରରୁ ଜଣେ ଲେଖାଏଁ ଆକ୍ରନ୍ତ ପ୍ରାଣ ହରାଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

 

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର