ରାଜ୍ଯରେ ଖସୁଛି ସଂକ୍ରମଣ, ଥମୁନି ମୃତ୍ଯୁ: କରୋନା ନେଲା ଆଉ ୬୭ଜଣଙ୍କ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତକଙ୍କ ସଂଖ୍ୟା  ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୬୭ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫ହଜାର ୩୦୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ବାଲେଶ୍ୱର ଜିଲାରୁ ଆଉ  ୮ ଜଣଙ୍କର ମୃତ୍ୟୁ ଘଟିଛି […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତକଙ୍କ ସଂଖ୍ୟା  ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୬୭ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫ହଜାର ୩୦୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣଙ୍କର ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ସେହିପରି ବାଲେଶ୍ୱର ଜିଲାରୁ ଆଉ  ୮ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲାରୁ ୮, ବରଗଡ ଜିଲାରୁ ୭ ଏବଂ ନବରଙ୍ଗପୁର ଜିଲାରୁ ୬ ଜଣ ରହିଛନ୍ତି । ସେହିଭଳି ଅନୁଗୁଳ, ପୁରୀ ଓ ରାୟଗଡା ଜିଲାରୁ ୫ ଜଣ ଲେଖାଏଁ କରୋନା ସଂକ୍ରମିତଙ୍କର ପ୍ରାଣ ହାନି ଘଟିଛି । ଅନୁରୂପ ଭାବରେ ଢେଙ୍କାନାଳରୁ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । କନ୍ଧମାଳ ଓ ମୟୁରଭଞ୍ଜ ଜିଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । କଳାହାଣ୍ଡି, କେନ୍ଦ୍ରାପଡା ଓ ନୂଆପଡା ଜିଲାରୁ ଜଣେ ଲେଖାଏଁ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

22 Jul 2021 By The Sakala

ରାଜ୍ଯରେ ଖସୁଛି ସଂକ୍ରମଣ, ଥମୁନି ମୃତ୍ଯୁ: କରୋନା ନେଲା ଆଉ ୬୭ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତକଙ୍କ ସଂଖ୍ୟା  ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୬୭ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫ହଜାର ୩୦୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣଙ୍କର ମୃତ୍ୟୁ ଘଟିଛି।

ସେହିପରି ବାଲେଶ୍ୱର ଜିଲାରୁ ଆଉ  ୮ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲାରୁ ୮, ବରଗଡ ଜିଲାରୁ ୭ ଏବଂ ନବରଙ୍ଗପୁର ଜିଲାରୁ ୬ ଜଣ ରହିଛନ୍ତି । ସେହିଭଳି ଅନୁଗୁଳ, ପୁରୀ ଓ ରାୟଗଡା ଜିଲାରୁ ୫ ଜଣ ଲେଖାଏଁ କରୋନା ସଂକ୍ରମିତଙ୍କର ପ୍ରାଣ ହାନି ଘଟିଛି । ଅନୁରୂପ ଭାବରେ ଢେଙ୍କାନାଳରୁ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । କନ୍ଧମାଳ ଓ ମୟୁରଭଞ୍ଜ ଜିଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । କଳାହାଣ୍ଡି, କେନ୍ଦ୍ରାପଡା ଓ ନୂଆପଡା ଜିଲାରୁ ଜଣେ ଲେଖାଏଁ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି ।

https://www.thesakala.in/latest-odisha-news/corona-death-update-22-july/article-3985
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର