ରାଜ୍ୟରେ କରୋନା ନେଲା ଆଉ ୨୨ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୨୨ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଓ କନ୍ଧମାଳ ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି ସୁନ୍ଦରଗଡ଼ , ରାୟଗଡ଼ା, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ଭୁବନେଶ୍ବରରୁ ୨ ଜଣ ଲେଖାଏ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୨୨ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଓ କନ୍ଧମାଳ ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି ସୁନ୍ଦରଗଡ଼ , ରାୟଗଡ଼ା, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ଭୁବନେଶ୍ବରରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ବଲାଙ୍ଗିର, ବୌଦ୍ଧ, ଗଞ୍ଜାମ, କଟକ, ଗଜପତି ଓ ଦେବଗଡ଼ ଜିଲ୍ଲାରୁ ଜଣେ ଲେଖାଏ କରୋନା ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି।  ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୨୭୩କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ଲୋକସଭାରେ ପୁଣି ହଟ୍ଟଗୋଳ: ରାହୁଲ ଗାନ୍ଧୀଙ୍କ ଚୀନ ପ୍ରସଙ୍ଗ ଓ ନରୱଣେଙ୍କ ବହିକୁ ନେଇ ଗୃହ ମୁଲତବୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp