ରାଜ୍ଯରେ କରୋନା ନେଲା ଆଉ ୫୮ଜଣଙ୍କ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୫୮ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୧୬ କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ସର୍ବାଧିକ ୧୯ ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବାଲେଶ୍ୱର , କଟକ, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୫୮ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୧୬ କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ସର୍ବାଧିକ ୧୯ ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବାଲେଶ୍ୱର , କଟକ, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ, ଢେଙ୍କାନାଳ, ଯାଜପୁର , ଝାରସୁଗୁଡ଼ା, ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

19 Jul 2021 By The Sakala

ରାଜ୍ଯରେ କରୋନା ନେଲା ଆଉ ୫୮ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୫୮ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୧୬ କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ସର୍ବାଧିକ ୧୯ ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବାଲେଶ୍ୱର , କଟକ, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ, ଢେଙ୍କାନାଳ, ଯାଜପୁର , ଝାରସୁଗୁଡ଼ା, ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର