ରାଜ୍ଯରେ କରୋନା ନେଲା ଆଉ ୫ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୫ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୫୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୫ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୫୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରନ୍ତ ପ୍ରାଣ ହରାଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

20 Apr 2021 By The Sakala

ରାଜ୍ଯରେ କରୋନା ନେଲା ଆଉ ୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୫ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୫୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରନ୍ତ ପ୍ରାଣ ହରାଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର