ରାଜ୍ୟରେ ଥମୁନି କରୋନା ମୃତ୍ୟୁ, ଆଜି କରୋନା ନେଲା ଆଉ ୨୫ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୨୫ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି ଅନୁଗୁଳ ଜିଲ୍ଲାରୁ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଛନ୍ତି। ଗଞ୍ଜାମ, ରାୟଗଡ଼ା ଓ ସୁନ୍ଦରଗଡ଼ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୨୫ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି ଅନୁଗୁଳ ଜିଲ୍ଲାରୁ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଛନ୍ତି। ଗଞ୍ଜାମ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ  ଲୋଖାଏ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ବୌଦ୍ଧ, କଟକ, ଢେଙ୍କାନାଳ, କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୪୦୩କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ବିବାହରୁ ଫେରିବାବେଳେ ଗଛକୁ ଧକ୍କା ଦେଲା ବରଯାତ୍ରୀ ଗାଡ଼ି; ଜଣେ ମୃତ, ୧୫ ଆହତ

ଆହୁରି ପଢ଼ନ୍ତୁ: ଯକୃତ ଦାନ କରି ଅମର ହୋଇଗଲେ ମହିଳା ଡାକ୍ତର; ନୂତନ ଜୀବନ ପାଇଲେ ୪୬ ବର୍ଷୀୟ ବ୍ୟକ୍ତି

ଆହୁରି ପଢ଼ନ୍ତୁ: ଜନଗଣନା କରିବାକୁ ଯାଇ ଶିକ୍ଷୟିତ୍ରୀ ନିଖୋଜ, ତିନି ଦିନ ହେଲା ମିଳୁନି ପତ୍ତା

20 May 2021 By The Sakala

ରାଜ୍ୟରେ ଥମୁନି କରୋନା ମୃତ୍ୟୁ, ଆଜି କରୋନା ନେଲା ଆଉ ୨୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୨୫ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି ଅନୁଗୁଳ ଜିଲ୍ଲାରୁ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଛନ୍ତି। ଗଞ୍ଜାମ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ  ଲୋଖାଏ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ବୌଦ୍ଧ, କଟକ, ଢେଙ୍କାନାଳ, କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୪୦୩କୁ ବୃଦ୍ଧି ପାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର