ଥମୁନି ମୃତ୍ୟୁ: ରାଜ୍ୟରେ କରୋନା ନେଲା ଆଉ ୩୨ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୩୨ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ଝାରସୁଗୁଡ଼ା ଓ ଗଞ୍ଜାମ ଜିଲ୍ଲାରୁ ୪ ଜଣ ଲେଖାଏଁଙ୍କ ଜୀବନ ଯାଇଥିବା ବେଳେ ଅନୁଗୁଳ, କଳାହାଣ୍ଡି ଓ ସୁନ୍ଦରଗଡ଼  ଜିଲ୍ଲାରୁ ୩ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୩୨ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ଝାରସୁଗୁଡ଼ା ଓ ଗଞ୍ଜାମ ଜିଲ୍ଲାରୁ ୪ ଜଣ ଲେଖାଏଁଙ୍କ ଜୀବନ ଯାଇଥିବା ବେଳେ ଅନୁଗୁଳ, କଳାହାଣ୍ଡି ଓ ସୁନ୍ଦରଗଡ଼  ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ପୁରୀ ଓ ଗଜପତି ଜିଲ୍ଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ବଲାଙ୍ଗିର, କଟକ, କେନ୍ଦୁଝର, ନୟାଗଡ଼ ଓ ସମ୍ୱଲପୁର ଜିଲ୍ଲାରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୫୧୬କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

24 May 2021 By The Sakala

ଥମୁନି ମୃତ୍ୟୁ: ରାଜ୍ୟରେ କରୋନା ନେଲା ଆଉ ୩୨ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୩୨ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ଝାରସୁଗୁଡ଼ା ଓ ଗଞ୍ଜାମ ଜିଲ୍ଲାରୁ ୪ ଜଣ ଲେଖାଏଁଙ୍କ ଜୀବନ ଯାଇଥିବା ବେଳେ ଅନୁଗୁଳ, କଳାହାଣ୍ଡି ଓ ସୁନ୍ଦରଗଡ଼  ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ପୁରୀ ଓ ଗଜପତି ଜିଲ୍ଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ବଲାଙ୍ଗିର, କଟକ, କେନ୍ଦୁଝର, ନୟାଗଡ଼ ଓ ସମ୍ୱଲପୁର ଜିଲ୍ଲାରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୫୧୬କୁ ବୃଦ୍ଧି ପାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର