ରାଜ୍ଯରେ କରୋନା ନେଲା ଆଉ ୧୦ ଜୀବନ
ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୧୭କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ଯୁ ଘଟିଛି। ସେହିପରି ବୌଦ୍ଧ, […]
ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୧୭କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ଯୁ ଘଟିଛି। ସେହିପରି ବୌଦ୍ଧ, ଗଞ୍ଜାମ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ।
Regret to inform the demise of ten numbers of Covid positive patients while under treatment in hospitals.
1.A 42 years old male of Boudh district.
2.A 66 years old male of Ganjam district.
3.A 35 years old male of Khurdha district.
— H & FW Dept Odisha (@HFWOdisha) April 28, 2021
8.A 47 years old male of Rayagada district who was also suffering from Hypertension.
9.A 57 years old male of Rayagada district who was also suffering from Hypertension.
10.A 67 years old male of Sundargarh district.