ରାଜ୍ଯରେ କରୋନା ନେଲା ଆଉ ୧୦ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୧୭କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ଯୁ ଘଟିଛି।  ସେହିପରି ବୌଦ୍ଧ, […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୧୭କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ଯୁ ଘଟିଛି।  ସେହିପରି ବୌଦ୍ଧ, ଗଞ୍ଜାମ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ।

About The Author: The Sakala