ରାଜ୍ଯରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ଯ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୮୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତକଙ୍କ ମଧ୍ୟରୁ କଟକ […]

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ଯ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୮୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୧୯ଜଣ, ଅନୁଗୁଳ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ସେହି  ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ପୁରୀ ୨ଜଣ , କେନ୍ଦୁଝର ଜିଲ୍ଲାରୁ ଜଣେ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

 

ଆହୁରି ପଢ଼ନ୍ତୁ: ମିଛ ଗୁଜବ ଶୁଣି ପୁଲିସ ନାକେଦମ୍‌‌; ଶବ ଖୋଜୁଖୋଜୁ ମିଳିଲା ଅଣ୍ଡା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର