ରାଜ୍ଯରେ କରୋନା ନେଲା ଆଉ ୬୬ଜଣଙ୍କ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ହ୍ରାସ ପାଉଥିବା ବେଳେ ମୃତକଙ୍କ ସଂଖ୍ୟା  ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୬୬ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫ହଜାର ୫୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣଙ୍କର ମୃତ୍ଯୁ ଘଟିଛି। ସେହିପରି ଗଞ୍ଜାମ ଜିଲ୍ଲାରୁ ଆଉ ୮ ଜଣଙ୍କର ମୃତ୍ୟୁ ଘଟିଛି […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ହ୍ରାସ ପାଉଥିବା ବେଳେ ମୃତକଙ୍କ ସଂଖ୍ୟା  ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୬୬ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫ହଜାର ୫୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣଙ୍କର ମୃତ୍ଯୁ ଘଟିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ପୁଣି କରୋନା ଛନକା: ଗଞ୍ଜାମରେ ଚିହ୍ନଟ ହେଲେ ନୂଆ କୋଭିଡ-୧୯ ଆକ୍ରାନ୍ତ !

ସେହିପରି ଗଞ୍ଜାମ ଜିଲ୍ଲାରୁ ଆଉ ୮ ଜଣଙ୍କର ମୃତ୍ୟୁ ଘଟିଛି । ମୟୁରଭଞ୍ଜ ଓ ସୁନ୍ଦରଗଡ଼ରୁ ୬ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ବୌଦ୍ଧରୁ ଆଉ ୫ ଜଣ ପ୍ରାଣ ହରାଇଛନ୍ତି । ବରଗଡ଼ ଓ ନୟାଗଡ଼ ଜିଲ୍ଲାରୁ ଆଉ ୩ ଜଣ ଲେଖାଏ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଗଜପତି, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, ଯାଜପୁର, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିକଙ୍କ ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ଉପର ମୁଣ୍ଡରେ ପ୍ରବଳ ବର୍ଷା; ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍, ମୋଟ୍ ୧୬ ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

18 Jul 2021 By The Sakala

ରାଜ୍ଯରେ କରୋନା ନେଲା ଆଉ ୬୬ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ହ୍ରାସ ପାଉଥିବା ବେଳେ ମୃତକଙ୍କ ସଂଖ୍ୟା  ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୬୬ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫ହଜାର ୫୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣଙ୍କର ମୃତ୍ଯୁ ଘଟିଛି।

ସେହିପରି ଗଞ୍ଜାମ ଜିଲ୍ଲାରୁ ଆଉ ୮ ଜଣଙ୍କର ମୃତ୍ୟୁ ଘଟିଛି । ମୟୁରଭଞ୍ଜ ଓ ସୁନ୍ଦରଗଡ଼ରୁ ୬ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ବୌଦ୍ଧରୁ ଆଉ ୫ ଜଣ ପ୍ରାଣ ହରାଇଛନ୍ତି । ବରଗଡ଼ ଓ ନୟାଗଡ଼ ଜିଲ୍ଲାରୁ ଆଉ ୩ ଜଣ ଲେଖାଏ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଗଜପତି, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, ଯାଜପୁର, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିକଙ୍କ ମୃତ୍ୟୁ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର