ମନୋରଞ୍ଜନ
ଓଡ଼ିଶା
କରୋନା କଟକଣା, ରାଜ୍ଯରେ ଫିକା ପଡ଼ିବ ହୋଲି
ଭୁବନେଶ୍ବର: ଦେଶରେ ଏବେ କୋଭିଡର ଦ୍ୱିତୀୟ ଲହର ଦେଖିବାକୁ ମିଳୁଛି। ପୁଣି କରୋନା ଲେଉଟାଣୀ ଦେଇଛି। ତେଣୁ ଏଭଳି ପରିସ୍ଥିତିରେ ହୋଲି ପାଳନ ନେଇ ରାଜ୍ୟ ସରକାର କଟକଣା ଲଗାଇଛନ୍ତି। ଚଳିତ ବର୍ଷ କେବଳ ଘର ଭିତରେ ହୋଲି ଖେଳିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଏନେଇ ଏସଆରସି ତରଫରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି । ଘରେ ରହି ପରିବାର ସହ ହୋଲି ଖେଳିବାକୁ ପରାମର୍ଶ ଦିଆଯାଇଛି। ଏକାଠି ହୋଇ ଦୋଳଯାତ୍ରା ପାଳନକୁ […]
ଭୁବନେଶ୍ବର: ଦେଶରେ ଏବେ କୋଭିଡର ଦ୍ୱିତୀୟ ଲହର ଦେଖିବାକୁ ମିଳୁଛି। ପୁଣି କରୋନା ଲେଉଟାଣୀ ଦେଇଛି। ତେଣୁ ଏଭଳି ପରିସ୍ଥିତିରେ ହୋଲି ପାଳନ ନେଇ ରାଜ୍ୟ ସରକାର କଟକଣା ଲଗାଇଛନ୍ତି। ଚଳିତ ବର୍ଷ କେବଳ ଘର ଭିତରେ ହୋଲି ଖେଳିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଏନେଇ ଏସଆରସି ତରଫରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି ।
ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ
ଘରେ ରହି ପରିବାର ସହ ହୋଲି ଖେଳିବାକୁ ପରାମର୍ଶ ଦିଆଯାଇଛି। ଏକାଠି ହୋଇ ଦୋଳଯାତ୍ରା ପାଳନକୁ ଅନୁମତି ଦିଆଯିବନି। କୋଭିଡ ନିୟମ ମାନି ମନ୍ଦିରରେ ଶ୍ରଦ୍ଧାଳୁ ପୂଜାର୍ଚ୍ଚନା କରିପାରିବେ। ଏହା ବ୍ୟତୀତ ସର୍ବସାଧାରଣରେ କୌଣସି ପର୍ବ ପାଳନ ହେବନି ବୋଲି କୁହାଯାଇଛି ।






