ଜାଭିଅରରେ ପଶିଲା କରୋନା : ୩୦ରୁ ଅଧିକ ପଜିଟିଭ ଚିହ୍ନଟ

The Sakala Picture
Published On

ଭୁବନେଶ୍ୱର: ଜାଭିଅର ଇନଷ୍ଟିଚ୍ୟୁଟ ଅଫ ମ୍ୟାନେଜମେଣ୍ଟରେ ପଶିଲା କରୋନା । ଅନୁଷ୍ଠାନର ୩୦ରୁ ଅଧିକ ପଜିଟିଭ ଚିହ୍ନଟ ପରେ କଣ୍ଟେନମେଣ୍ଟ ଜୋନ୍ ଘୋଷଣା । ଜାଭିଅର ଇନଷ୍ଟିଚ୍ୟୁଟର ଗୋଟିଏ ହଷ୍ଟେଲକୁ ସମ୍ପୂର୍ଣ କଣ୍ଟେନମେଣ୍ଟ ଯୋନ କରାଯାଇଛି। ବାକି ସମସ୍ତ ହଷ୍ଟେଲ ଛାତ୍ରଛାତ୍ରୀଙ୍କର ହେବ ଆରଟିପିସିଆର ଟେଷ୍ଟ । ସେପଟେ ୩ ଦିନରେ ବିଏମସିରେ ୨୫ଟି ସ୍ଥାନ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହେଲାଣି । ପୁଣି ୧୧ଟି ସ୍ଥାନକୁ କଣ୍ଟେନମେଣ୍ଟ ଘୋଷଣା କରିଛି ବିଏମସି । ବିଏମସିର ନର୍ଥ […]

ଭୁବନେଶ୍ୱର: ଜାଭିଅର ଇନଷ୍ଟିଚ୍ୟୁଟ ଅଫ ମ୍ୟାନେଜମେଣ୍ଟରେ ପଶିଲା କରୋନା । ଅନୁଷ୍ଠାନର ୩୦ରୁ ଅଧିକ ପଜିଟିଭ ଚିହ୍ନଟ ପରେ କଣ୍ଟେନମେଣ୍ଟ ଜୋନ୍ ଘୋଷଣା । ଜାଭିଅର ଇନଷ୍ଟିଚ୍ୟୁଟର ଗୋଟିଏ ହଷ୍ଟେଲକୁ ସମ୍ପୂର୍ଣ କଣ୍ଟେନମେଣ୍ଟ ଯୋନ କରାଯାଇଛି। ବାକି ସମସ୍ତ ହଷ୍ଟେଲ ଛାତ୍ରଛାତ୍ରୀଙ୍କର ହେବ ଆରଟିପିସିଆର ଟେଷ୍ଟ । ସେପଟେ ୩ ଦିନରେ ବିଏମସିରେ ୨୫ଟି ସ୍ଥାନ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହେଲାଣି । ପୁଣି ୧୧ଟି ସ୍ଥାନକୁ କଣ୍ଟେନମେଣ୍ଟ ଘୋଷଣା କରିଛି ବିଏମସି ।

ଆହୁରି ପଢ଼ନ୍ତୁ: ପଣା ସଂକ୍ରାନ୍ତିରେ 'ବସୁନ୍ଧରା ଠେକି'ର ମହତ୍ତ୍ୱ: ଜାଣନ୍ତୁ ଓଡ଼ିଆ ପରମ୍ପରାରେ କାହିଁକି ରହିଛି ଏହାର ସ୍ୱତନ୍ତ୍ର ସ୍ଥାନ

ବିଏମସିର ନର୍ଥ ଜୋନରେ ୪ଟି ଓ ଦକ୍ଷିଣପୂର୍ବ ଜୋନରେ ୭ଟି ସ୍ଥାନ ସାମିଲ । ବୁଦ୍ଧ ପାର୍କ ନିକଟ ୧୪ ନମ୍ବର ୱାର୍ଡର J-208 ପ୍ଲଟ୍ ଓ ନିଳାଦ୍ରୀବିହାର ପ୍ଲଟ ନମ୍ବର S5/166 କଣ୍ଟେନମେଣ୍ଟ ଜୋନ୍ । ସେହିପରି ସତ୍ୟ ବିହାର ୧୮ ନମ୍ବର ୱାର୍ଡର ପ୍ଲଟ 1094 ଓ ଗଜପତି ନଗର ଶିବ ପ୍ଲାଜା ଫ୍ଲାଟ 103କୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଥିବା ସୂଚନା ଦେଇଛନ୍ତି ନର୍ଥ ଯୋନ ଡେ଼ପୁଟି କମିଶନର ପୁରନ୍ଦର ନନ୍ଦ ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ପର୍ବପର୍ବାଣି ଓ ଯାନିଯାତ୍ରା ଚୂଡ଼ାନ୍ତ: ଜୁଲାଇ ୧୬ରେ ରଥଯାତ୍ରା, ୨୫ରେ ସୁନାବେଶ

08 Jan 2022 By The Sakala

ଜାଭିଅରରେ ପଶିଲା କରୋନା : ୩୦ରୁ ଅଧିକ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଜାଭିଅର ଇନଷ୍ଟିଚ୍ୟୁଟ ଅଫ ମ୍ୟାନେଜମେଣ୍ଟରେ ପଶିଲା କରୋନା । ଅନୁଷ୍ଠାନର ୩୦ରୁ ଅଧିକ ପଜିଟିଭ ଚିହ୍ନଟ ପରେ କଣ୍ଟେନମେଣ୍ଟ ଜୋନ୍ ଘୋଷଣା । ଜାଭିଅର ଇନଷ୍ଟିଚ୍ୟୁଟର ଗୋଟିଏ ହଷ୍ଟେଲକୁ ସମ୍ପୂର୍ଣ କଣ୍ଟେନମେଣ୍ଟ ଯୋନ କରାଯାଇଛି। ବାକି ସମସ୍ତ ହଷ୍ଟେଲ ଛାତ୍ରଛାତ୍ରୀଙ୍କର ହେବ ଆରଟିପିସିଆର ଟେଷ୍ଟ । ସେପଟେ ୩ ଦିନରେ ବିଏମସିରେ ୨୫ଟି ସ୍ଥାନ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହେଲାଣି । ପୁଣି ୧୧ଟି ସ୍ଥାନକୁ କଣ୍ଟେନମେଣ୍ଟ ଘୋଷଣା କରିଛି ବିଏମସି ।

ବିଏମସିର ନର୍ଥ ଜୋନରେ ୪ଟି ଓ ଦକ୍ଷିଣପୂର୍ବ ଜୋନରେ ୭ଟି ସ୍ଥାନ ସାମିଲ । ବୁଦ୍ଧ ପାର୍କ ନିକଟ ୧୪ ନମ୍ବର ୱାର୍ଡର J-208 ପ୍ଲଟ୍ ଓ ନିଳାଦ୍ରୀବିହାର ପ୍ଲଟ ନମ୍ବର S5/166 କଣ୍ଟେନମେଣ୍ଟ ଜୋନ୍ । ସେହିପରି ସତ୍ୟ ବିହାର ୧୮ ନମ୍ବର ୱାର୍ଡର ପ୍ଲଟ 1094 ଓ ଗଜପତି ନଗର ଶିବ ପ୍ଲାଜା ଫ୍ଲାଟ 103କୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଥିବା ସୂଚନା ଦେଇଛନ୍ତି ନର୍ଥ ଯୋନ ଡେ଼ପୁଟି କମିଶନର ପୁରନ୍ଦର ନନ୍ଦ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର