ରାଜ୍ୟରେ କରୋନା ସଂକ୍ରମଣ ଏବେ ସ୍ଥିର ଅବସ୍ଥାରେ ଅଛି, ତୃତୀୟ ଲହର ଆକଳନ କରାଯାଇଛି, କିନ୍ତୁ ଆସି ନାହିଁ- ଡିଏମଇଟି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଏବେ ସ୍ଥିର ଅବସ୍ଥାରେ ଅଛି । ତୃତୀୟ ଲହର ଆକଳନ କରାଯାଇଛି, କିନ୍ତୁ ଆସି ନାହିଁ । ଏହି ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ଆମେ ବର୍ତ୍ତମାନ ସେକେଣ୍ଡ ଓ୍ୱେଭରେ ଅଛୁ । ମାଡ୍ରାସ ଇନଷ୍ଟିଚ୍ୟୁଟ ଯେଉଁ ଆର୍ ଭ୍ୟାଲୁ କଥା କହୁଛି, ତାହା ଗ୍ରାଉଣ୍ଡରେ ପ୍ରତିଫଳିତ ହେଉ ନାହିଁ ବୋଲି ଡିଏମଇଟି ଡାକ୍ତର ସିବିକେ ମହାନ୍ତି କହିଛନ୍ତି । ଗତ କିଛି ଦିନ ହେବ ଅନ୍ୟ […]

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଏବେ ସ୍ଥିର ଅବସ୍ଥାରେ ଅଛି । ତୃତୀୟ ଲହର ଆକଳନ କରାଯାଇଛି, କିନ୍ତୁ ଆସି ନାହିଁ । ଏହି ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ଆମେ ବର୍ତ୍ତମାନ ସେକେଣ୍ଡ ଓ୍ୱେଭରେ ଅଛୁ ।

ଆହୁରି ପଢ଼ନ୍ତୁ: କୋଟି କୋଟି ଟଙ୍କା ଟିକସ ଫାଙ୍କିବା ଅଭିଯୋଗରେ ରାଜ୍ୟର ୬ ରେସ୍ତୋରାଁରେ IT ଚଢ଼ାଉ

ମାଡ୍ରାସ ଇନଷ୍ଟିଚ୍ୟୁଟ ଯେଉଁ ଆର୍ ଭ୍ୟାଲୁ କଥା କହୁଛି, ତାହା ଗ୍ରାଉଣ୍ଡରେ ପ୍ରତିଫଳିତ ହେଉ ନାହିଁ ବୋଲି ଡିଏମଇଟି ଡାକ୍ତର ସିବିକେ ମହାନ୍ତି କହିଛନ୍ତି । ଗତ କିଛି ଦିନ ହେବ ଅନ୍ୟ କିଛି ରାଜ୍ୟରେ ବି ସ୍ଥିର ଅବସ୍ଥାରେ ରହିଛି । ଆଗକୁ ସଂକ୍ରମଣ କମିବା ଆଶା କରାଯାଉଛି । ଏଥିପାଇଁ ସମସ୍ତଙ୍କୁ କୋଭିଡ଼ ନିୟମ ମାନିବାକୁ ପଡ଼ିବ ବୋଲି ପରାମର୍ଶ ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି ।

ଆହୁରି ପଢ଼ନ୍ତୁ: ବ୍ୟାଙ୍କ୍‌କୁ ଜମା ପାଇଁ ଗଲା ବେଳେ ୨ଟି ବାଇକ୍‌ରେ ଆସି ୨ ଲକ୍ଷ ଝାମ୍ପିନେଲେ ଲୁଟେରା

19 Jul 2021 By The Sakala

ରାଜ୍ୟରେ କରୋନା ସଂକ୍ରମଣ ଏବେ ସ୍ଥିର ଅବସ୍ଥାରେ ଅଛି, ତୃତୀୟ ଲହର ଆକଳନ କରାଯାଇଛି, କିନ୍ତୁ ଆସି ନାହିଁ- ଡିଏମଇଟି

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଏବେ ସ୍ଥିର ଅବସ୍ଥାରେ ଅଛି । ତୃତୀୟ ଲହର ଆକଳନ କରାଯାଇଛି, କିନ୍ତୁ ଆସି ନାହିଁ । ଏହି ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ଆମେ ବର୍ତ୍ତମାନ ସେକେଣ୍ଡ ଓ୍ୱେଭରେ ଅଛୁ ।

ମାଡ୍ରାସ ଇନଷ୍ଟିଚ୍ୟୁଟ ଯେଉଁ ଆର୍ ଭ୍ୟାଲୁ କଥା କହୁଛି, ତାହା ଗ୍ରାଉଣ୍ଡରେ ପ୍ରତିଫଳିତ ହେଉ ନାହିଁ ବୋଲି ଡିଏମଇଟି ଡାକ୍ତର ସିବିକେ ମହାନ୍ତି କହିଛନ୍ତି । ଗତ କିଛି ଦିନ ହେବ ଅନ୍ୟ କିଛି ରାଜ୍ୟରେ ବି ସ୍ଥିର ଅବସ୍ଥାରେ ରହିଛି । ଆଗକୁ ସଂକ୍ରମଣ କମିବା ଆଶା କରାଯାଉଛି । ଏଥିପାଇଁ ସମସ୍ତଙ୍କୁ କୋଭିଡ଼ ନିୟମ ମାନିବାକୁ ପଡ଼ିବ ବୋଲି ପରାମର୍ଶ ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର